ସୈାର ତୁଳା ମାସ ଆଶ୍ୱିନ ଶୁକ୍ଳପକ୍ଷ। ଇଂରାଜୀରେ ୨୬ ତାରିଖ, ଗୁରୁବାର, ଚନ୍ଦ୍ର- କୁମ୍ଭ ପ୍ରାତଃ ୦୫.୫୭ ଗତେ ମୀନ ତିଥି – ୧୨ଶୀ ଦିବା ୦୯.୪୪ ଗତେ ୧୩ଶୀ ଘାତ ଚନ୍ଦ୍ର- ମିଥୁନ ଓ ମୀନ ରାଶିର, ପ୍ରାତଃ ୦୫.୫୭ ଗତେ ଧନୁ ରାଶିର ଘାତ ବାର – ତୁଳା ଓ କୁମ୍ଭ ରାଶିର ପୁଷ୍କର ଦୋଷ – ୨ ପାଦ - ପଶୁ ଓ ବଂଶ ହାନି - ଅନ୍ନ ଓ ତିଳକାଞ୍ଚନ ଦାନ ଦିବା ୦୯.୪୪ ଗତେ ୧ ପାଦ - କୁଟୁମ୍ବହାନି - ତିଳକାଞ୍ଚନ ଦାନ ଦିବା ୧୧.୨୬ ପର୍ଯ୍ୟନ୍ତ
ବିଶାଖା – ପରୋକ୍ଷ ଶତ୍ରୁତା ଦୈନିକ ଜୀବନ ଚର୍ଯ୍ୟାକୁ କେତେକାଂଶରେ ପ୍ରଭାବିତ କରିପାରେ । ଛୋଟ କଥାକୁ ନେଇ ପରିବାର ଭିତରେ ସମ୍ପର୍କ ହାନି ହୋଇପାରେ
ଅନୁରାଧା – ଗଠନମୂଳକ ଯୋଜନା ପ୍ରସ୍ତୁତ କରି ଆଗେଇ ଯିବାର ରାସ୍ତା ଖୋଲି ଯିବ । ଶିକ୍ଷାର୍ଥୀମାନେ ବିଦ୍ୟାରେ ସଫଳତା ହାସଲ କରିବେ
ଜ୍ୟେଷ୍ଠା – ବିବାଦରେ ବିଜୟ ଲାଭରୁ ମନୋବଳ ବୃଦ୍ଧି ପାଇବ । ନିକଟସ୍ଥ ସ୍ଥାନ ମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ପାଇବେ ।
ପ୍ରତିକାର – ବଗଳା ମୂଖିଙ୍କର ପୂଜାର୍ଚ୍ଚନା କରନ୍ତୁ
ଶୁଭ ରଙ୍ଗ :ଲାଲ୍
ଶୁଭ ସଂଖ୍ୟା :୯