• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 26th October 2023: ରାସ୍ତାରେ ଯିବାବେଳେ ସତର୍କ ରୁହନ୍ତୁ, କୋର୍ଟ ମାମଲାଠୁ ଦୂରେଇ ରୁହନ୍ତୁ...

ସୈାର  ତୁଳା ମାସ  ଆଶ୍ୱିନ ଶୁକ୍ଳପକ୍ଷ। ଇଂରାଜୀରେ ୨୬  ତାରିଖ,  ଗୁରୁବାର, ଚନ୍ଦ୍ର-  କୁମ୍ଭ ପ୍ରାତଃ ୦୫.୫୭ ଗତେ ମୀନ ତିଥି – ୧୨ଶୀ ଦିବା ୦୯.୪୪ ଗତେ ୧୩ଶୀ ଘାତ ଚନ୍ଦ୍ର-  ମିଥୁନ ଓ ମୀନ ରାଶିର, ପ୍ରାତଃ ୦୫.୫୭ ଗତେ ଧନୁ ରାଶିର ଘାତ ବାର –  ତୁଳା ଓ କୁମ୍ଭ ରାଶିର ପୁଷ୍କର ଦୋଷ – ୨ ପାଦ - ପଶୁ ଓ ବଂଶ ହାନି - ଅନ୍ନ ଓ ତିଳକାଞ୍ଚନ ଦାନ ଦିବା ୦୯.୪୪ ଗତେ ୧ ପାଦ - କୁଟୁମ୍ବହାନି - ତିଳକାଞ୍ଚନ ଦାନ ଦିବା ୧୧.୨୬ ପର୍ଯ୍ୟନ୍ତ

Capricorn

ମକର

Thursday 26 Oct 2023

ଉ , ଷାଢା -  ଶାରୀରିକ ଅସୁସ୍ଥତା ଜନିତ ପୀଡାରେ କଷ୍ଟ ପାଇପାରନ୍ତି । ନିଜ ଲୋକଙ୍କ ଉପରେ ଭରସା କରିବାରେ ମନରେ ଦ୍ୱନ୍ଦ ଆସିବ । 
ଶ୍ରବଣା – ବ୍ୟବସାୟରେ କୈାଣସି ପରିସି୍ଥତି ପ୍ରତି ଦୃଷ୍ଟି ରଖି କାମ କରନ୍ତୁ । ଚେଷ୍ଟା କରିଲେ ଅନ୍ୟକୁ ଦେଇଥିବା ଧନ ମିଳିପାରିବ ।
ଧନିଷ୍ଠା –  ଜମିଜମା ଓ ଯାନବାହନ କ୍ରୟ କରିବାର ସୁବିଧା ପାଇବେ ।  ମାଲିମକନ୍ଦମା କ୍ଷେତ୍ରରେ ଅଶାନୂରୁପ ସଫଳତା ମିଳିବ ।  

ପ୍ରତିକାର – ଦକ୍ଷିଣକାଳୀଙ୍କ ପୂଜା କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :