• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 26th October 2024: ଆଜି ଏହି ରାଶିର ବ୍ୟକ୍ତି ପ୍ରେମରେ ସଫଳତା ପାଇବେ

ସୌର ତୁଳା ମାସ କାର୍ତ୍ତିକ କୃଷ୍ଣପକ୍ଷ । ଇଂରାଜୀରେ ୨୬ ତାରିଖ ଶନିବାର । ଚନ୍ଦ୍ର- କର୍କଟ ଦିବା ୦୯.୪୬ ଗତେ ସିଂହ,ତିଥି- ୧୦ମୀ ନିଶାନ୍ତ ୦୫.୨୪ ଗତେ ୧୧ଶୀ,ଘାତଚନ୍ଦ୍ର- ଦିବା, ୦୯.୪୬ ଗତେ କର୍କଟ ଓ ମକର ରାଶିର,ଘାତବାର- ବିଛା , ଧନୁ ଓ ମୀନ ରାଶିର,ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ

Aquarius

କୁମ୍ଭ

Saturday 26 Oct 2024

ଧନିଷ୍ଠା- ଘରେ ଚାଲୁଥିବା ମତଭେଦ ମାନସିକ ଚାପ ଦେଇପାରେ । ପ୍ରେମିକ ପ୍ରେମିକା ସଂପର୍କ ମଧୁର ରହିବ । ଧର୍ମ ଓ ସାଂସୃତିକ କାର‌୍ୟ୍ୟରେ ଯୋଗଦାନ କରିବେ । ଶିଳ୍ପ ବାଣିଜ୍ୟରେ କ୍ଷେତ୍ରରେ ଅଭିବୃଦ୍ଧି ଘଟିପାରେ

ଶତଭିଷା- ବୈବାହିକ ଜୀବନ ସବୁଠୁ ଉତ୍ତମ ରହିବ । ନୂତନ ଆୟର ପନ୍ଥା ଖୋଲିଯିବା ସହ ଉତମ ରୋଜଗାର କରିବେ । ଚାକିରୀ ଖୋଜୁଥିବା ବ୍ୟକ୍ତିମାନଙ୍କୁ ନିଜର ଚେଷ୍ଟା ଓ ପରିଶ୍ରମର ପରିମାଣ ମିଳିବ ।

ପୂ,ଭାଦ୍ରପଦ- ଆପଣଙ୍କୁ ନିଜ ପ୍ରତିଭାରୁ ଯଥେଷ୍ଟ ଲାଭ ମିଳିବ । ଜୀବନ ସାଥୀ ଓ ପରିଜନଙ୍କ ସ୍ନେହ ପାଇବେ । ଜମି ସମସ୍ୟା ସମାଧାନ ହେବ । ଆପଣ ନିଜ କାମରେ ସଫଳତା ଓ ଲାଭ ପାଇବେ ।

ପ୍ରତିକାର – ପକ୍ଷୀଙ୍କୁ କିଛି ଦାନା ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :