• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 26th October 2024: ଆଜି ଏହି ରାଶିର ବ୍ୟକ୍ତି ପ୍ରେମରେ ସଫଳତା ପାଇବେ

ସୌର ତୁଳା ମାସ କାର୍ତ୍ତିକ କୃଷ୍ଣପକ୍ଷ । ଇଂରାଜୀରେ ୨୬ ତାରିଖ ଶନିବାର । ଚନ୍ଦ୍ର- କର୍କଟ ଦିବା ୦୯.୪୬ ଗତେ ସିଂହ,ତିଥି- ୧୦ମୀ ନିଶାନ୍ତ ୦୫.୨୪ ଗତେ ୧୧ଶୀ,ଘାତଚନ୍ଦ୍ର- ଦିବା, ୦୯.୪୬ ଗତେ କର୍କଟ ଓ ମକର ରାଶିର,ଘାତବାର- ବିଛା , ଧନୁ ଓ ମୀନ ରାଶିର,ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ

Gemini

ମିଥୁନ

Saturday 26 Oct 2024

ମୃଗଶିରା- କୈାଣସି ଖବର ପାଇ ମୁଣ୍ଡବ୍ୟଥା ହୋଇପାରେ । ବ୍ୟବସାୟରେ ଉତରୋତର ଉନ୍ନତି ରହିବ । ପ୍ରେମ ସଂପର୍କ ମଜବୁତ୍ ରହିବ । ଆପଣଙ୍କ ସକାରତ୍ମକ ବିଚାରରେ ଲୋକ ପ୍ରଭାବିତ ହେବେ

ଆଦ୍ରା- ନୂଆ ବାହନ କିଣିବାର ଆଶା ପୂରଣ ହୋଇପାରେ । ରାଜନୀତିରେ ନେତୃତ୍ୱ ବୃଦ୍ଧି ହେବ । ତୁମର ଦକ୍ଷତାକୁ ପୂର୍ଣ୍ଣ ଭାବରେ ବ୍ୟବହାର କରିବେ । ଆତ୍ମ ବିଶ୍ୱାସ ଓ ଆଶାକୁ ନେଇ ଆଗକୁ ବଢିବେ ।

ପୁନର୍ବସୁ- ଛାତ୍ର, ଛାତ୍ରୀ ମାନେ ସ୍ୱାଭିମାନୀ ହେବେ । ଅବହେଳା କରିଥିବା କାର‌୍ୟ୍ୟ ପାଇଁ ଅନୁତାପ କରିବେ । ସତ୍ କର୍ମରେ ବ୍ରତୀ ହୋଇ ପାରନ୍ତି । ଖେଳ କୁଦରେ ଖୁସି ରହିବେ ।

ପ୍ରତିକାର – ମା ଦତାତ୍ରେୟଙ୍କ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :