• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 26th Sept 2022: ଏହି ରାଶିର ବ୍ୟକ୍ତି ଆଜି ରାଜନୀତିରେ ସଫଳତା ପାଇବେ

ସୈାର କନ୍ୟା ମାସ ଆଶ୍ୱିନ ଶୁକ୍ଳପକ୍ଷ । ଇଂରାଜୀରେ ୨୬ ତାରିଖ ସୋମବାର ତିଥି – ପ୍ରତିପଦ ରାତ୍ରି ୦୩/୦୮ ଗତେ ୨ୟା ଚନ୍ଦ୍ର – କନ୍ୟା ଅହୋରାତ୍ର ଘାତ ଚନ୍ଦ୍ର- ବୃଷ ଅହୋରାତ୍ର ଘାତ ବାର – ମିଥୁନ ରାଶିର ପୁଷ୍କର ଦୋଷ – ୧ ପାଦ କୁଟୁମ୍ଭହାନି- ତିଳକାଞନ ଦାନ ପ୍ରାତଃ ୦୫/୫୪ ପର୍ଯ୍ୟନ୍ତ, ତତ୍ପରେ ରାତ୍ରି ୦୩/୦୮ ଗତେ ୧ ପାଦ-ପଶୁସମ୍ପଦ ନାଶ- ଅନ୍ନଦାନ

Aquarius

କୁମ୍ଭ

Monday 26 Sep 2022

ଧନିଷ୍ଠା – ରାସ୍ତାରେ ଯିବା ସମୟରେ ପକେଟ ମାର ପ୍ରତି ସାବଧାନ ରୁହନ୍ତୁ

ଶତଭିଷା – ସ୍ୱାସ୍ଥ୍ୟ ସମସ୍ୟା ଉପନ୍ନ ହୋଇପାରେ

ପୂ , ଭାଦ୍ରପଦ – ବିଶ୍ୱାସି ଲୋକ ବିଶ୍ୱାସଘାତ କାମ କରିପାରନ୍ତି

ପ୍ରତିକାର – ରାହୁଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :