• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 26th Sept 2022: ଏହି ରାଶିର ବ୍ୟକ୍ତି ଆଜି ରାଜନୀତିରେ ସଫଳତା ପାଇବେ

ସୈାର କନ୍ୟା ମାସ ଆଶ୍ୱିନ ଶୁକ୍ଳପକ୍ଷ । ଇଂରାଜୀରେ ୨୬ ତାରିଖ ସୋମବାର ତିଥି – ପ୍ରତିପଦ ରାତ୍ରି ୦୩/୦୮ ଗତେ ୨ୟା ଚନ୍ଦ୍ର – କନ୍ୟା ଅହୋରାତ୍ର ଘାତ ଚନ୍ଦ୍ର- ବୃଷ ଅହୋରାତ୍ର ଘାତ ବାର – ମିଥୁନ ରାଶିର ପୁଷ୍କର ଦୋଷ – ୧ ପାଦ କୁଟୁମ୍ଭହାନି- ତିଳକାଞନ ଦାନ ପ୍ରାତଃ ୦୫/୫୪ ପର୍ଯ୍ୟନ୍ତ, ତତ୍ପରେ ରାତ୍ରି ୦୩/୦୮ ଗତେ ୧ ପାଦ-ପଶୁସମ୍ପଦ ନାଶ- ଅନ୍ନଦାନ

Cancer

କର୍କଟ

Monday 26 Sep 2022

ପୁନର୍ବସୁ - ଗଣମାଧ୍ୟମ କ୍ଷେତ୍ରରେ କାମ କରୁଥିବା ବ୍ୟକ୍ତିଙ୍କର ପ୍ରଗତି ହେବ

ପୁଷ୍ୟା – ସବୁକାମ ଆପଣଙ୍କ ମନ ମୁତାବକ ସଂପୂର୍ଣ୍ଣ କରିବେ

ଅଶ୍ଳେଷା - ସପରିବାର ଧର୍ମସ୍ଥାନକୁ ଯିବା ପାଇଁ ଯୋଜନା କରି ପାରନ୍ତି

ପ୍ରତିକାର – ଗୁରୁଜନ ମାନଙ୍କ ଚରଣ ସ୍ପର୍ଶ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :