ସୌର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ । ଇଂରାଜୀରେ ୨୬ ତାରିଖ ଗୁରୁବାର ।ଚନ୍ଦ୍ର- ମିଥୁନ ସନ୍ଧ୍ୟା ୦୫.୧୨ ଗତେ କର୍କଟ,ତିଥି- ୯ମୀ ଦିବା ୧୨.୨୫ ଗତେ ୧୦ମୀ,ଘାତଚନ୍ଦ୍ର- କନ୍ୟା ରାଶିର ସନ୍ଧ୍ୟା ୦୫.୧୨ ପର୍ଯ୍ୟନ୍ତ ,ଘାତବାର- ତୁଳା ଓ କୁମ୍ଭ ରାଶିର,ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ରାତ୍ରି ୧୧.୩୪ ପର୍ଯ୍ୟନ୍ତ
ଧନିଷ୍ଠା – ସ୍ୱାସ୍ଥ୍ୟରେ ଅବନ୍ନତି ଘଟିପାରେ । କର୍ମକ୍ଷେତ୍ରରେ ବିଫଳତା ଦେଖା ଦେଇପାରେ । ହଠାତ କୈାଣସି ଖୁସି ଖବର ପାଇବେ
ଶତଭିଷା – କଥନଶୈଳୀକୁ ପରିବର୍ତ୍ତନ କରିପାରନ୍ତି । ବ୍ୟବସାୟରେ ଆୟ ବୃଦ୍ଧି କରିବେ । ପିଲାମାନେ କୃତିତ୍ୱ ଅର୍ଜନ କରିବେ
ପୂ , ଭାଦ୍ରପଦ – ସଭାସମିତିରେ ସୀମା ଭିତରେ ରହିବା ଭଲ ନତବା ସାଧାରଣ କଥାରେ ମଧ୍ୟ ସମସ୍ୟା ଆସିବ । ଭୂମି ସମନ୍ଧୀୟ ବିବାଦ ସୃଷ୍ଟି ହୋଇପାରେ । ମହିଳା ମାନେ ଦର୍ଶନାଭିଳାଷି ହେବେ
ପ୍ରତିକାର – ନୀଳ ରଙ୍ଗର ପୋଷାକ ବ୍ୟବହାର କରନ୍ତୁ
ଶୁଭ ରଙ୍ଗ :ନୀଳ
ଶୁଭ ସଂଖ୍ୟା :୮