• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 26th September 2024: ଆଜି ଏହି ରାଶିର ବ୍ୟକ୍ତିଙ୍କର ନୂଆ ଜମି କ୍ରୟ କରିବାର ଯୋଗ ରହିଛି

ସୌର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ । ଇଂରାଜୀରେ ୨୬ ତାରିଖ ଗୁରୁବାର ।ଚନ୍ଦ୍ର- ମିଥୁନ ସନ୍ଧ୍ୟା ୦୫.୧୨ ଗତେ କର୍କଟ,ତିଥି- ୯ମୀ ଦିବା ୧୨.୨୫ ଗତେ ୧୦ମୀ,ଘାତଚନ୍ଦ୍ର- କନ୍ୟା ରାଶିର ସନ୍ଧ୍ୟା ୦୫.୧୨ ପର୍ଯ୍ୟନ୍ତ ,ଘାତବାର- ତୁଳା ଓ କୁମ୍ଭ ରାଶିର,ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ରାତ୍ରି ୧୧.୩୪ ପର୍ଯ୍ୟନ୍ତ

Pisces

ମୀନ

Thursday 26 Sep 2024

ପୂ, ଭାଦ୍ରପଦ- ପ୍ରେମି ଯୁଗଳଙ୍କର ପରସ୍ପର ପ୍ରତି ବିଶ୍ୱାସ ବଢିବ । ଚାକିରିରେ ବଦଳି ହେବା ଦ୍ୱାରା ଅସୁବିଧାରେ ପଡି ପାରନ୍ତି । ଅଧିକାଂଶ ସମୟ ମନ ଭାରାକ୍ରାନ୍ତ ରହିବା କାରଣରୁ ଯାହା ନ କହିବା କଥା ତାହା କହି ସମସ୍ୟାକୁ ଡାକି ଆଣିବେ

ଉ, ଭାଦ୍ରପଦ- ବ୍ୟବସାୟରେ ଭାଗ୍ୟର ସହଯୋଗ ପାଇବେ । ଚେଷ୍ଟା କରୁଥିବା କାମରେ ସଫଳତା ପାଇବେ । ରାଜନୀତିରେ ଦୁଃସାହାସିକ ପଦକ୍ଷପ ନେବେ । ଖେଳାଳିଙ୍କ ପାଇଁ ଦିନଟି ବହୁତ ଭଲ ରହିବ ।

ରେବତୀ- ମହିଳା ଅଧିକ ସମୟ ପିଲାଙ୍କ ସହିତ ବିତାଇବେ । ଅନ୍ୟର ଭଲ କରିବାକୁ ଯାଇ ଅପମାନିତ । ଅନ୍ୟମାନଙ୍କର କଥା ଓ କାର‌୍ୟ୍ୟକଳାପ ଯୋଗୁ ନିଜକୁ ଅସହାୟ ମନେ କରିବେ ।

ପ୍ରତିକାର – ବୃହସ୍ପତିଙ୍କର ବିଗ୍ରହକୁ ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :