• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 26th September 2024: ଆଜି ଏହି ରାଶିର ବ୍ୟକ୍ତିଙ୍କର ନୂଆ ଜମି କ୍ରୟ କରିବାର ଯୋଗ ରହିଛି

ସୌର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ । ଇଂରାଜୀରେ ୨୬ ତାରିଖ ଗୁରୁବାର ।ଚନ୍ଦ୍ର- ମିଥୁନ ସନ୍ଧ୍ୟା ୦୫.୧୨ ଗତେ କର୍କଟ,ତିଥି- ୯ମୀ ଦିବା ୧୨.୨୫ ଗତେ ୧୦ମୀ,ଘାତଚନ୍ଦ୍ର- କନ୍ୟା ରାଶିର ସନ୍ଧ୍ୟା ୦୫.୧୨ ପର୍ଯ୍ୟନ୍ତ ,ଘାତବାର- ତୁଳା ଓ କୁମ୍ଭ ରାଶିର,ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ରାତ୍ରି ୧୧.୩୪ ପର୍ଯ୍ୟନ୍ତ

Cancer

କର୍କଟ

Thursday 26 Sep 2024

ପୁନର୍ବସୁ- ବ୍ୟବସାୟକୁ ନେଇ ଭଲ ଚୁକ୍ତି ହେବାର ସମ୍ଭାବନା ରହିଛି । ପିତା ମାତାଙ୍କ ସ୍ୱାସ୍ଥ୍ୟ ପ୍ରତି ସମସ୍ୟା ଦେଖାଦେଇ ପାରେ । ସଭାସମିତି ଓ ସାଂଗଠନିକ କ୍ଷେତ୍ରରେ ପ୍ରଂଶସିତ ହେବେ । ଅନେକ ଗୁଡିଏ କାମ ଅଟକି ଯାଇ ଥିବାରୁ ଅନ୍ୟମନସ୍କ ରହିବେ ।

ପୁଷ୍ୟା- ଛାତ୍ର ଛାତ୍ରି ମାନେ ପଢାରେ ଭଲ ସଫଳତା ଆଣିବେ । ରୁଣ କିମ୍ବା ଉଧାର ନେବା ଠାରୁ ଦୂରେଇ ରହିବା ଉଚିତ୍ । ଅଭାବ ଅନାଟନ ପାଇଁ ବ୍ୟୟ ସଂକୋଚନ ହେବ । କର୍ମ କ୍ଷେତ୍ରରେ କୈାଣସି ବ୍ୟକ୍ତିଙ୍କ ଠାରୁ ନିଜେ କରିଥିବା ଭୁଲ କଥା ଜାଣିପାରିବେ

ଅଶ୍ଳେଷା- ଉପରିସ୍ଥ କର୍ମଚାରୀ ମାନଙ୍କ ସହିତ କିଛି ବାଦ ବିବାଦ ଉପୁଜି ପାରେ । କୋର୍ଟକଚେରୀ ମାମଲାଠୁ ଦୂରରେ ରୁହନ୍ତୁ । ଅର୍ଥ ସମ୍ମାନର ଅଭାବ ରହିବ ନାହିଁ । ଚେଷ୍ଟା କରୁଥିବା କାମରେ ସଫଳତା ପାଇବେ । ନୂତନ ବନ୍ଧତ୍ୱ ସୃଷ୍ଟି ହୋଇପାରେ

ପ୍ରତିକାର- କିଛି ମିଠା ଖାଇ ଘରୁ ବାହାରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :