• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 26th September 2024: ଆଜି ଏହି ରାଶିର ବ୍ୟକ୍ତିଙ୍କର ନୂଆ ଜମି କ୍ରୟ କରିବାର ଯୋଗ ରହିଛି

ସୌର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ । ଇଂରାଜୀରେ ୨୬ ତାରିଖ ଗୁରୁବାର ।ଚନ୍ଦ୍ର- ମିଥୁନ ସନ୍ଧ୍ୟା ୦୫.୧୨ ଗତେ କର୍କଟ,ତିଥି- ୯ମୀ ଦିବା ୧୨.୨୫ ଗତେ ୧୦ମୀ,ଘାତଚନ୍ଦ୍ର- କନ୍ୟା ରାଶିର ସନ୍ଧ୍ୟା ୦୫.୧୨ ପର୍ଯ୍ୟନ୍ତ ,ଘାତବାର- ତୁଳା ଓ କୁମ୍ଭ ରାଶିର,ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ରାତ୍ରି ୧୧.୩୪ ପର୍ଯ୍ୟନ୍ତ

Libra

ତୁଳା

Thursday 26 Sep 2024

ଚିତ୍ରା – ସ୍ୱାସ୍ଥ୍ୟ ଭଲ ରହିବ । ଯେଉଁ କାମ କରିବେ ସେଥିରେ ସଫଳତା ହାସଲ କରିବେ । ଦାମ୍ପତି ଜୀବନ ପ୍ରେମପୂର୍ବକ ବିତିବ

ସ୍ୱାତୀ – ବ୍ୟବସାୟରେ ଅନୁକୂଳ ବାତାବରଣ ଆସିବା ସହିତ ଧନ ବୃଦ୍ଧି ହୋଇପାରେ । କର୍ମକ୍ଷେତ୍ରରେ ଏକାଧିକ କାମ ହାତକୁ ନେଇ ବ୍ୟସ୍ତବିବ୍ରତ ହୋଇପାରନ୍ତି । ମହିଳା ମାନେ ତିରସ୍କୃତ ହୋଇପାରନ୍ତି

ବିଶାଖା – ଭଲ ସମ୍ପର୍କ ନ ଥିବା ଲୋକମାନେ ଅପପ୍ରଚାର କରିପାରନ୍ତି । ରାଜନୀତିରେ ସହାନୁଭୁତି ମିଳିବ । ମହିଳା ମାନେ ଦାମ୍ପତ୍ୟ ସୌଖ ଉପଭୋଗ କରିବେ

ପ୍ରତିକାର – ପର୍ଶୁରାମ ଫଟକୁ ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :