• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 27 Dec 2023: ଏହି ରାଶିର ବ୍ୟକ୍ତିଙ୍କ ଆଜି ଦରମା ବଢ଼ିପାରେ

ସୌର ଧନୁ ମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ୨୭ ତାରିଖ ବୁଧବାର । ଚନ୍ଦ୍ର- ମିଥୁନ ଅହୋରାତ୍ର । ତିଥି- ପ୍ରତିପଦ ଅହୋରାତ୍ର । ଘାତଚନ୍ଦ୍ର- କନ୍ୟା ରାଶିର ଅହୋରାତ୍ର । ଘାତବାର- କର୍କଟ ରାଶିର । ପୁଷ୍କର ଦୋଷ- ରାତ୍ରି ୧୧.୨୯ ଗତେ ୧ ପାଦ-କୁଟୁମ୍ବହାନୀ-ତିଳକାଞ୍ଚନ ଦାନ ।

Taurus

ବୃଷ

Wednesday 27 Dec 2023

କୃତିକା- ସମସ୍ତ ପ୍ରକାର ବ୍ୟବସାୟରେ ଉନ୍ନତି ଓ ଲାଭବାନ ହେବେ । ସନ୍ତାନ ଓ ଜୀବନ ସାଥୀଙ୍କ ସହଯୋଗ ପାଇ ଗୃହସ୍ଥ ଜୀବନରେ ଭରପୂର ସୁଖପ୍ରାପ୍ତି ହେବ । ଅନ୍ୟର ପରାମର୍ଶ ଆପଣଙ୍କର ଲାଭ ଦାୟକ ହୋଇପାରେ ।

ରୋହିଣୀ- କର୍ମ କ୍ଷେତ୍ରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ସମସ୍ୟାକୁ ସୁଧାରି ନେବାକୁ ଚେଷ୍ଟା କରିବେ । ପ୍ରେମୀ ଯୁଗଳଙ୍କର ପରସ୍ପର ପ୍ରତି ବିଶ୍ୱାସ ବଢିବ । ପଛ କଥା ନଭାବି ବର୍ତ୍ତମାନ ପରିସ୍ଥିତିକୁ ସାମ୍ନା କରିବେ ।

ମୃଗଶିରା- ଖୋଜୁଥିବା ଜିନିଷଟି ପାଇ ଆନନ୍ଦିତ ହେବେ । ସମସ୍ତଙ୍କ ସହିତ ନମ୍ରତା ପୂର୍ଣ୍ଣ ବ୍ୟବହାର କରନ୍ତୁ । ଚାକିରି କ୍ଷେତ୍ରରେ ଶତୃବୃଦ୍ଧି ଦେଖାଦେଇପାରେ ।

ପ୍ରତିକାର- ମା’ କମଳାଙ୍କର ମୂଳମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :