• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 27 Dec 2023: ଏହି ରାଶିର ବ୍ୟକ୍ତିଙ୍କ ଆଜି ଦରମା ବଢ଼ିପାରେ

ସୌର ଧନୁ ମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ୨୭ ତାରିଖ ବୁଧବାର । ଚନ୍ଦ୍ର- ମିଥୁନ ଅହୋରାତ୍ର । ତିଥି- ପ୍ରତିପଦ ଅହୋରାତ୍ର । ଘାତଚନ୍ଦ୍ର- କନ୍ୟା ରାଶିର ଅହୋରାତ୍ର । ଘାତବାର- କର୍କଟ ରାଶିର । ପୁଷ୍କର ଦୋଷ- ରାତ୍ରି ୧୧.୨୯ ଗତେ ୧ ପାଦ-କୁଟୁମ୍ବହାନୀ-ତିଳକାଞ୍ଚନ ଦାନ ।

Aquarius

କୁମ୍ଭ

Wednesday 27 Dec 2023

ଧନିଷ୍ଠା- ପାରିବାରିକ ଅସ୍ୱାସ୍ଥ୍ୟକର ପରିସ୍ଥିତିକୁ ନେଇ ଚିନ୍ତିତ ରହିବେ । ସାମାଜିକ କ୍ଷେତ୍ରରେ ତଳୁ ଉପର ସ୍ତର ଯାଏ ଆଦୃତି ଓ ମାନ୍ୟତା ଅର୍ଜ୍ଜନ କରିବେ । ମାନସିକ ଶାନ୍ତି ପାଇବେ ।

ଶତଭିଷା- ରାଜନୈତିକ କ୍ଷେତ୍ରରେ ଶତୃମାନେ ଦୁର୍ବଳ ହେବେ । ବିଦ୍ୟାର୍ଥୀ ମାନଙ୍କର ଶିକ୍ଷା କ୍ଷେତ୍ରରେ ପରିବର୍ତ୍ତନ ହୋଇପାରେ । ଭ୍ରମଣର ସୁଯୋଗ ରହିଛି ।

ପୂ,ଭାଦ୍ରପଦ- ଯୁବତୀମାନଙ୍କର ବିବାହ ପ୍ରସ୍ତାବମାନ ସମାଧାନ ହୋଇଯିବ । ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହେବା ସକାଶେ ବହୁତ କଷ୍ଟ ସ୍ୱୀକାର କରିବାକୁ ପଡ଼ିବ । ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ ।

ପ୍ରତିକାର- ରାହୁଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :