• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 27 Dec 2023: ଏହି ରାଶିର ବ୍ୟକ୍ତିଙ୍କ ଆଜି ଦରମା ବଢ଼ିପାରେ

ସୌର ଧନୁ ମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ୨୭ ତାରିଖ ବୁଧବାର । ଚନ୍ଦ୍ର- ମିଥୁନ ଅହୋରାତ୍ର । ତିଥି- ପ୍ରତିପଦ ଅହୋରାତ୍ର । ଘାତଚନ୍ଦ୍ର- କନ୍ୟା ରାଶିର ଅହୋରାତ୍ର । ଘାତବାର- କର୍କଟ ରାଶିର । ପୁଷ୍କର ଦୋଷ- ରାତ୍ରି ୧୧.୨୯ ଗତେ ୧ ପାଦ-କୁଟୁମ୍ବହାନୀ-ତିଳକାଞ୍ଚନ ଦାନ ।

Pisces

ମୀନ

Wednesday 27 Dec 2023

ପୂ,ଭାଦ୍ରପଦ- କର୍ମକ୍ଷେତ୍ରରେ ଦାୟିତ୍ୱ ବ‍ଢ଼ିବା ସହ ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇ ସଫଳ ହେବେ । କୈାଣସି ଆତ୍ମୀୟଙ୍କ ନକାରତ୍ମକ ଚିନ୍ତାଧାରା ମନକୁ ସାମୟିକ ବିବ୍ରତ କରିପାରେ । ବ୍ୟବସାୟ ଓ ପରିବହନ ପାଇଁ ବିଶେଷ ଅସୁବିଧା ହେବ ନାହିଁ ।

ଉ,ଭାଦ୍ରପଦ- ପରିବାରରେ ଆନନ୍ଦରେ ସମୟ କଟାଇବେ । ରାଜନୀତିରେ ଥିବା ବ୍ୟକ୍ତିମାନଙ୍କ ପାଇଁ ଦିନଟି ମିଶ୍ରିତ ରହିବ । କୈାଣସି ନୂଆ କାର୍ଯ୍ୟ ଆରମ୍ଭ କରିବା ପାଇଁ ଚେଷ୍ଟା କରିବେ ।

ରେବତୀ- ପୈତୃକ ସମ୍ପତ୍ତିର ସମସ୍ୟା ସମାଧାନ ହେବ । ସହକର୍ମୀଙ୍କ ଅସଂଯତ କାର୍ଯ୍ୟକଳାପ ସମସ୍ୟାକୁ ବଢାଇ ଦେଇପାରେ । ମହିଳାମାନଙ୍କୁ ଭ୍ରମଣ ସୁଯୋଗ ଜୁଟିବ ।

ପ୍ରତିକାର- ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :