• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 27 Dec 2023: ଏହି ରାଶିର ବ୍ୟକ୍ତିଙ୍କ ଆଜି ଦରମା ବଢ଼ିପାରେ

ସୌର ଧନୁ ମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ୨୭ ତାରିଖ ବୁଧବାର । ଚନ୍ଦ୍ର- ମିଥୁନ ଅହୋରାତ୍ର । ତିଥି- ପ୍ରତିପଦ ଅହୋରାତ୍ର । ଘାତଚନ୍ଦ୍ର- କନ୍ୟା ରାଶିର ଅହୋରାତ୍ର । ଘାତବାର- କର୍କଟ ରାଶିର । ପୁଷ୍କର ଦୋଷ- ରାତ୍ରି ୧୧.୨୯ ଗତେ ୧ ପାଦ-କୁଟୁମ୍ବହାନୀ-ତିଳକାଞ୍ଚନ ଦାନ ।

Gemini

ମିଥୁନ

Wednesday 27 Dec 2023

ମୃଗଶିରା- ସ୍ୱାସ୍ଥ୍ୟ ସମ୍ବନ୍ଧିତ କିଛି ସମସ୍ୟା ମଧ୍ୟ ଦେଖା ଦେଇପାରେ । ବ୍ୟବସାୟ କ୍ଷେତ୍ରକୁ ସୁସଜ୍ଜିତ କରି ପ୍ରଚୁର ଲାଭବାନ୍ ହେବେ । ଜୀବନ ସାଥୀଙ୍କ ସହିତ ଦୀର୍ଘ ସମୟ ଧରି କଥାବାର୍ତ୍ତା କରିବେ ।

ଆଦ୍ରା- ଶ୍ରମିକ ଓ କର୍ମଚାରୀମାନଙ୍କୁ ସଠିକ୍ ପରାମର୍ଶ ଦେଇ ଧନମାନ ଦିଗରୁ ସୁରକ୍ଷିତ ରହିବେ । ଛାତ୍ରଛାତ୍ରୀ ମାନେ ବିଦେଶଯାତ୍ରା କରି ପାରିବେ । ରଚନାତ୍ମକ କାର୍ଯ୍ୟ ଓ ସଂଗୀତରେ ସୁନାମ ଅର୍ଜନ କରିବେ ।

ପୁନର୍ବସୁ- ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ୱନ୍ଦ୍ୱ ଦୂରେଇ ଯିବ । ଅଫିସ୍‌ରେ ଆପଣଙ୍କୁ ସାବଧାନ ରହିବାକୁ ପଡ଼ିବ । ଦୂରଯାତ୍ରାରେ ସଫଳତା ମିଳିବ ।

ପ୍ରତିକାର– ତ୍ରିପୁରା ସୁନ୍ଦରୀଙ୍କର ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :