• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 27 Dec 2023: ଏହି ରାଶିର ବ୍ୟକ୍ତିଙ୍କ ଆଜି ଦରମା ବଢ଼ିପାରେ

ସୌର ଧନୁ ମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ୨୭ ତାରିଖ ବୁଧବାର । ଚନ୍ଦ୍ର- ମିଥୁନ ଅହୋରାତ୍ର । ତିଥି- ପ୍ରତିପଦ ଅହୋରାତ୍ର । ଘାତଚନ୍ଦ୍ର- କନ୍ୟା ରାଶିର ଅହୋରାତ୍ର । ଘାତବାର- କର୍କଟ ରାଶିର । ପୁଷ୍କର ଦୋଷ- ରାତ୍ରି ୧୧.୨୯ ଗତେ ୧ ପାଦ-କୁଟୁମ୍ବହାନୀ-ତିଳକାଞ୍ଚନ ଦାନ ।

Cancer

କର୍କଟ

Wednesday 27 Dec 2023

ପୁନର୍ବସୁ- ପାରିବାରିକ ସମସ୍ୟା ଗୁଡିକ ଧୀରେ ଧୀରେ ସମାଧାନ ହୋଇ ଶାନ୍ତି ଶୃଙ୍ଖଳା ସହ ସୁଖ ସମୃଦ୍ଧି ବୃଦ୍ଧି ହେବ । କର୍ମଚାରୀ ମାନେ କର୍ମ କ୍ଷେତ୍ରରେ ବହୁ ସୁବିଧା ସୁଯୋଗ ପାଇବେ ।

ପୁଷ୍ୟା- ରାଜନୈତିକ ଜୀବନରେ ଶତୃ ବୃଦ୍ଧି ଦେଖାଦେବ । କୈାଣସି ବଡ଼ ଧରଣର ଯୋଜନା କାର୍ଯ୍ୟକାରୀ ହୋଇପାରେ । ପ୍ରତିଯୋଗିତା ମୂଳକ ପରୀକ୍ଷାରେ ସଫଳତା ପାଇବେ । କ୍ରୋଧକୁ ଆୟତ୍ତରେ ରଖନ୍ତୁ ।

ଅଶ୍ଲେଷା- ଶତୃ କ୍ଷତି କରିବାକୁ ଚେଷ୍ଟା କଲେ ବି କିଛି କରିପାରିବେ ନାହିଁ । ମାଲିମକୋଦ୍ଦମା ସମସ୍ୟାର ସମାଧାନ କରିବେ । ଘରର ବୟୋଜ୍ୟୋଷ୍ଠଙ୍କର ପାରାମର୍ଶ ନେଇ କାର୍ଯ୍ୟ କରିଲେ ସଫଳତା ପାଇବେ

ପ୍ରତିକାର- ଜଳ ସ୍ରୋତରେ ଭାସୁଥିବା ମାଛଙ୍କୁ ଖାଦ୍ୟ ଦିଅନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :