• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 27 Dec 2023: ଏହି ରାଶିର ବ୍ୟକ୍ତିଙ୍କ ଆଜି ଦରମା ବଢ଼ିପାରେ

ସୌର ଧନୁ ମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ୨୭ ତାରିଖ ବୁଧବାର । ଚନ୍ଦ୍ର- ମିଥୁନ ଅହୋରାତ୍ର । ତିଥି- ପ୍ରତିପଦ ଅହୋରାତ୍ର । ଘାତଚନ୍ଦ୍ର- କନ୍ୟା ରାଶିର ଅହୋରାତ୍ର । ଘାତବାର- କର୍କଟ ରାଶିର । ପୁଷ୍କର ଦୋଷ- ରାତ୍ରି ୧୧.୨୯ ଗତେ ୧ ପାଦ-କୁଟୁମ୍ବହାନୀ-ତିଳକାଞ୍ଚନ ଦାନ ।

Leo

ସିଂହ

Wednesday 27 Dec 2023

ମଘା- ଆପଣଙ୍କ ବ୍ୟଙ୍ଗାତ୍ମକ ବ୍ୟବହାର ଲୋକଙ୍କୁ ପ୍ରଭାବିତ କରିବ । ବ୍ୟବସାୟରେ ଦୂର ସ୍ଥାନକୁ ଯାତ୍ରା କରିବେ । ସ୍ୱାସ୍ଥ୍ୟ ପୂର୍ବ ଅପେକ୍ଷା ଭଲ ରହିବ । ବନ୍ଧୁଙ୍କ ପରାମର୍ଶରେ କିଛି ନୂତନ କାମ ଆରମ୍ଭ କରିବେ ।

ପୂ,ଫାଲଗୁନୀ- ଉଚ୍ଚଶିକ୍ଷା କରିବାକୁ ଚାହୁଁଥିବା ବିଦ୍ୟାର୍ଥୀମାନଙ୍କ ପାଇଁ ସୁବର୍ଣ୍ଣ ସୁଯୋଗ ମିଳିବ । ଅଫିସ୍‌ରେ ତଳିଆ କର୍ମଚାରୀ ଆପଣଙ୍କ ଠାରୁ କାମ ଶିଖିବେ । ବିବେକ ପ୍ରୟୋଗ କରି ସବୁ କାମକୁ ହାସଲ କରିବେ ।

ଉ,ଫାଲଗୁନି- ପୈତୃକ ସମ୍ପତ୍ତି ନେଇ ପାରିବାରକ ଦ୍ୱନ୍ଦ୍ୱ ମେଣ୍ଟିଯିବ । ମହିଳା ମାନେ ସବୁକାର୍ଯ୍ୟରେ ଅବେହେଳା କରିବେ । ଦରକାରୀ ଜିନିଷ କିଣିବାରେ ଅଧିକ ଖର୍ଚ୍ଚ ହୋଇପାରେ ।

ପ୍ରତିକାର- କୁଳ ଦେବତାଙ୍କ ପୂଜା କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :