• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 27 Dec 2023: ଏହି ରାଶିର ବ୍ୟକ୍ତିଙ୍କ ଆଜି ଦରମା ବଢ଼ିପାରେ

ସୌର ଧନୁ ମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ୨୭ ତାରିଖ ବୁଧବାର । ଚନ୍ଦ୍ର- ମିଥୁନ ଅହୋରାତ୍ର । ତିଥି- ପ୍ରତିପଦ ଅହୋରାତ୍ର । ଘାତଚନ୍ଦ୍ର- କନ୍ୟା ରାଶିର ଅହୋରାତ୍ର । ଘାତବାର- କର୍କଟ ରାଶିର । ପୁଷ୍କର ଦୋଷ- ରାତ୍ରି ୧୧.୨୯ ଗତେ ୧ ପାଦ-କୁଟୁମ୍ବହାନୀ-ତିଳକାଞ୍ଚନ ଦାନ ।

Virgo

କନ୍ୟା

Wednesday 27 Dec 2023

ଉ,ଫଳଗୁନି- କୌଣସି ବଡ଼ ସୁବିଧା ମିଳିବା ଯୋଗୁଁ ଧନ ଲାଭ ହେବ । ଜୀବନ ସାଥିଙ୍କୁ ମନ ପସନ୍ଦ ଉପହାର ଦେବେ । ଲାଗି ରହିଥିବା ସବୁ କଷ୍ଟ ନିବାରଣ ହେବ । ବେପାରରେ ଯୋଜନା ବଦ୍ଧ ରୂପେ କାମ କରିବେ ।

ହସ୍ତା- ବିଦ୍ୟାର୍ଥୀ ମାନଙ୍କ ପାଇଁ ଶୁଭ ଦାୟକ ରହିବ । କାର୍ଯ୍ୟ କ୍ଷେତ୍ରରେ ବ୍ୟବସାୟୀ ବିରୋଧୀ ମାନଙ୍କ ପ୍ରତି ସାବଧାନ ରୁହନ୍ତୁ । ରାଜନୀତିରେ ସମର୍ଥନ ହ୍ରାସ ପାଇବ ।

ଚିତ୍ରା- ପ୍ରେମ କ୍ଷେତ୍ରରେ ସନ୍ଦେହ ମନଭାବ ଦେଖାଦେବ । କୌଣସି ମହିଳାଙ୍କ ଦ୍ୱାରା ଉପକୃତ ହୋଇପାରନ୍ତି । ନୂଆ ଘର ବା ଜମି କିଣିବାରେ ଦିନଟି ଶୁଭ ରହିବ । ପୁରୁଣା କରଜ ଆପଣଙ୍କୁ ଫେରସ୍ତ ମିଳିପାରେ ।

ପ୍ରତିକାର- ସବୁଜ ରଙ୍ଗର ପୋଷାକ ବ୍ୟବହାର କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :