• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 27 Dec 2023: ଏହି ରାଶିର ବ୍ୟକ୍ତିଙ୍କ ଆଜି ଦରମା ବଢ଼ିପାରେ

ସୌର ଧନୁ ମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ୨୭ ତାରିଖ ବୁଧବାର । ଚନ୍ଦ୍ର- ମିଥୁନ ଅହୋରାତ୍ର । ତିଥି- ପ୍ରତିପଦ ଅହୋରାତ୍ର । ଘାତଚନ୍ଦ୍ର- କନ୍ୟା ରାଶିର ଅହୋରାତ୍ର । ଘାତବାର- କର୍କଟ ରାଶିର । ପୁଷ୍କର ଦୋଷ- ରାତ୍ରି ୧୧.୨୯ ଗତେ ୧ ପାଦ-କୁଟୁମ୍ବହାନୀ-ତିଳକାଞ୍ଚନ ଦାନ ।

Libra

ତୁଳା

Wednesday 27 Dec 2023

ଚିତ୍ରା- କର୍ମକ୍ଷେତ୍ରରେ ଅଧିକାରୀ ଖୁସି ରହିବା ହେତୁ ଆପଣଙ୍କ ଦରମା ବଢିପାରେ । ଯେକୈାଣସି କାମ କରିବା ବେଳେ ମନକୁ ଶାନ୍ତ ରଖନ୍ତୁ । ଜୀବନ ସାଥିଙ୍କ ସହିତ ସମ୍ବଦ୍ଧ ମଜବୁତ ରହିବ ।

ସ୍ୱାତୀ- କର୍ମ କ୍ଷେତ୍ରରେ ଅସାବଧାନତା ହେତୁ ଅପମାନିତ ହୋଇପାରନ୍ତି । ରାଜନୀତିରେ ଥିବା ବ୍ୟକ୍ତି ମାନଙ୍କ ପାଇଁ ଦିନଟି ମିଶ୍ରିତ ରହିବ । କୌଣସି ନୂଆ କାର୍ଯ୍ୟ ଆରମ୍ଭ କରିବା ପାଇଁ ଚେଷ୍ଟା କରିବେ ।

ବିଶାଖା- ସମ୍ପତ୍ତି ବଢାଇବାର ଯୋଜନା ସଫଳ ହେବ । ନିଜର କାର୍ଯ୍ୟସାଧନ ସକାଶେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇ ନେବେ । ଋଣ ଓ ପରୋକ୍ଷ ଶତ୍ରୁତା ଯୋଗୁ ବ୍ୟସ୍ତ ରହିପାରନ୍ତି ।

ପ୍ରତିକାର- ଧଳା ରଙ୍ଗର ପୋଷାକ ପିନ୍ଧି ଘରୁ ବାହାରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :