• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 27 Dec 2023: ଏହି ରାଶିର ବ୍ୟକ୍ତିଙ୍କ ଆଜି ଦରମା ବଢ଼ିପାରେ

ସୌର ଧନୁ ମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ୨୭ ତାରିଖ ବୁଧବାର । ଚନ୍ଦ୍ର- ମିଥୁନ ଅହୋରାତ୍ର । ତିଥି- ପ୍ରତିପଦ ଅହୋରାତ୍ର । ଘାତଚନ୍ଦ୍ର- କନ୍ୟା ରାଶିର ଅହୋରାତ୍ର । ଘାତବାର- କର୍କଟ ରାଶିର । ପୁଷ୍କର ଦୋଷ- ରାତ୍ରି ୧୧.୨୯ ଗତେ ୧ ପାଦ-କୁଟୁମ୍ବହାନୀ-ତିଳକାଞ୍ଚନ ଦାନ ।

Capricorn

ମକର

Wednesday 27 Dec 2023

ଉ,ଷାଢା- ପାରିବାରିକ କ୍ଷେତ୍ରରେ ବିଭିନ୍ନ ପ୍ରକାରର ଚିନ୍ତା ମନକୁ ଆନ୍ଦୋଳିତ କରିପାରେ । କର୍ମକ୍ଷେତ୍ରରେ ମଧୁର ବାକ୍ୟ କହି ନିଜର କାର୍ଯ୍ୟ ହାସଲ କରିନେବେ । ସ୍ୱାସ୍ୟ ଖରାପ ହେବା କାରଣରୁ ମାନସିକ ଚିନ୍ତା ଲାଗିରହିବ ।

ଶ୍ରବଣା- ସାଧାରଣ ଘଟଣାକୁ ନେଇ ବନ୍ଧୁଙ୍କ ସହ ମନମାଳିନ୍ୟ ଯୋଗୁ ମନ ଉଦାସ ରହିବ । ରାଜନୈତିକ କ୍ଷେତ୍ରରେ ଉଚ୍ଚ କର୍ମକର୍ତ୍ତାଙ୍କ ସୁଦୃଷ୍ଟି ପ୍ରାପ୍ତ ହେବ । କ୍ୟାରିୟର କ୍ଷେତ୍ରରେ ବିଶେଷ ଧ୍ୟାନ ରଖିବା ଆବଶ୍ୟକ ।

ଧନିଷ୍ଠା- ମାଲିମକୋଦ୍ଦମାର ଶୁଣାଣୀ ଡେରି ହୋଇପାରେ । ସାବଧାନ ରୁହନ୍ତୁ ସଡକ ଦୁର୍ଘଟଣା ହୋଇପାରେ । ପଇସାକୁ କେନ୍ଦ୍ର କରି ଅନର୍ଥ ସୃଷ୍ଟି ହୋଇପାରେ ।

ପ୍ରତିକାର – ଭଗବାନ ବିଷ୍ଣୁଙ୍କ ବିଗ୍ରହକୁ ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :