• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 27th April 2023: ଏହି ରାଶିର ବ୍ୟକ୍ତିଙ୍କ କ୍ଷେତ୍ରରେ ଆଜି ଧନପ୍ରାପ୍ତିର ଯୋଗ ରହିଛି

ସୈାର ମେଷ ମାସ ବୈଶାଖ ଶୁକ୍ଲପକ୍ଷ । ଇଂରାଜୀରେ ୨୭ ତାରିଖ ଗୁରୁବାର । ଚନ୍ଦ୍ର – କର୍କଟ, ଅହୋରାତ୍ର ତିଥି – ୭ମୀ, ଦିବା ୦୧.୩୯ ଗତେ ୮ମୀ, ଘାତ ଚନ୍ଦ୍ର – ନାସ୍ତି, ଘାତ ବାର – ତୁଳା, କୁମ୍ଭ ପୁଷ୍କର ଦୋଷ – ୨ ପାଦ - ପଶୁ ଓ ବଂଶହାନି ଓ ଅନ୍ନ - ତିଳକାଞନ ଦାନ ପ୍ରାତଃ ୦୬.୫୯ ଗତେ ୧ ପାଦ

Taurus

ବୃଷ

Thursday 27 Apr 2023

କୃତିକା - ବ୍ୟବସାୟୀଙ୍କୁ ଯଥେଷ୍ଟ ଲାଭ ମିଳିବ । ଭାତୃ ବିବାଦରୁ ଦୂରେଇ ଯିବ । ପରିବାରରେ ଗୁରୁଜନଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତା କରିପାରନ୍ତି । କାର୍ଯ୍ୟ କ୍ଷେତ୍ରରେ ପୁରୁଣା ପରିଚୟରୁ ଲାଭ ମିଳିବ ।
ରୋହିଣୀ - ସାହିତ୍ୟ, ସଙ୍ଗିତ ଓ ସୃଜନାଶୀଳତା ବୃଦ୍ଧି ପାଇବ । କର୍ମକ୍ଷେତ୍ରରେ ନିଜର ମନ ଅନୁଯାୟୀ କର୍ମ କରିବେ । ସନ୍ତାନ ମାନଙ୍କ କୃତିତ୍ୱ ପାଇଁ ଗର୍ବ ଅନୁଭବ କରିବେ । ରାଜନେତାଙ୍କ ସାହାର୍ଯ୍ୟ ସହଯୋଗ ମାଧ୍ୟମରେ ଯଶ ସମ୍ମାନର ଅଧିକାରୀ ହେବେ ।
ମୃଗଶିରା - ଛାତ୍ରଛାତ୍ରୀଙ୍କର ପାଠ ପଢାରେ ମନ ଲାଗିବ । ସଡକ ଦୁର୍ଘଟଣାର ସମ୍ଭାବନା ରହିଛି । ମାଲିମକଦ୍ଧମାରେ ଜୟଯୁକ୍ତ ହେବେ ।
ପ୍ରତିକାର – ମା ଲକ୍ଷ୍ମୀଙ୍କର ପୂଜାର୍ଚ୍ଚନା କରନ୍ତୁ ।

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :