• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 27th April 2023: ଏହି ରାଶିର ବ୍ୟକ୍ତିଙ୍କ କ୍ଷେତ୍ରରେ ଆଜି ଧନପ୍ରାପ୍ତିର ଯୋଗ ରହିଛି

ସୈାର ମେଷ ମାସ ବୈଶାଖ ଶୁକ୍ଲପକ୍ଷ । ଇଂରାଜୀରେ ୨୭ ତାରିଖ ଗୁରୁବାର । ଚନ୍ଦ୍ର – କର୍କଟ, ଅହୋରାତ୍ର ତିଥି – ୭ମୀ, ଦିବା ୦୧.୩୯ ଗତେ ୮ମୀ, ଘାତ ଚନ୍ଦ୍ର – ନାସ୍ତି, ଘାତ ବାର – ତୁଳା, କୁମ୍ଭ ପୁଷ୍କର ଦୋଷ – ୨ ପାଦ - ପଶୁ ଓ ବଂଶହାନି ଓ ଅନ୍ନ - ତିଳକାଞନ ଦାନ ପ୍ରାତଃ ୦୬.୫୯ ଗତେ ୧ ପାଦ

Aquarius

କୁମ୍ଭ

Thursday 27 Apr 2023

ଧନିଷ୍ଠା - ପାରିପାରିକ ଜୀବନ ସୁଖମୟ ହୋଇପାରେ । ଦୀର୍ଘଦିନରୁ ଭାଙ୍ଗିପଡିଥିବା କୈାଣସି ସଂପର୍କ ପୁନଃ ପ୍ରତିଷ୍ଠିତ ହେବ । ବ୍ୟବସାୟରେ ଉନ୍ନତି ପରିଲକ୍ଷିତ ହେବ ।

ଶତଭିଷା - ନୂତନ ଯୋନଜାକୁ କାର୍ଯ୍ୟକରୀ କରନ୍ତୁ ନାହିଁ । ଛାତ୍ରଛାତ୍ରୀ ନିଜର ଶ୍ରମ ଅନୁଯାୟୀ ଅଧିକ ଫଳ ପାଇବେ । ରାଜନୀତିରେ ଲୋକ ସଂପର୍କ ବୃଦ୍ଧି ପାଇବ । 

ପୂ, ଭାଦ୍ରପଦ - ମହିଳା ମାନଙ୍କ ମନରେ ନୂଆ ଆଶା ସୃଷ୍ଟି ହେବ । ଅଦାଲତରୁ ସୁଫଳ ମିଳିପାରେ । ଭୂ-ସମ୍ପତି କିଣିବାର ଯୋଗ ରହିଛି ।

ପ୍ରତିକାର – ହନୁମାନଙ୍କର ପୂଜା କରନ୍ତୁ ।

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :