• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 27th April 2023: ଏହି ରାଶିର ବ୍ୟକ୍ତିଙ୍କ କ୍ଷେତ୍ରରେ ଆଜି ଧନପ୍ରାପ୍ତିର ଯୋଗ ରହିଛି

ସୈାର ମେଷ ମାସ ବୈଶାଖ ଶୁକ୍ଲପକ୍ଷ । ଇଂରାଜୀରେ ୨୭ ତାରିଖ ଗୁରୁବାର । ଚନ୍ଦ୍ର – କର୍କଟ, ଅହୋରାତ୍ର ତିଥି – ୭ମୀ, ଦିବା ୦୧.୩୯ ଗତେ ୮ମୀ, ଘାତ ଚନ୍ଦ୍ର – ନାସ୍ତି, ଘାତ ବାର – ତୁଳା, କୁମ୍ଭ ପୁଷ୍କର ଦୋଷ – ୨ ପାଦ - ପଶୁ ଓ ବଂଶହାନି ଓ ଅନ୍ନ - ତିଳକାଞନ ଦାନ ପ୍ରାତଃ ୦୬.୫୯ ଗତେ ୧ ପାଦ

Pisces

ମୀନ

Thursday 27 Apr 2023

ପୂ, ଭାଦ୍ରପଦ - ଶରୀର ସୁସ୍ଥ ରହିବା ସହ ଯାତ୍ରାରେ ବିଶେଷ ଲାଭବାନ୍ ହେବେ । ଦାଂପତ୍ୟ ଜୀବନରେ ମଧୁରତା ବଢିବ । ଅଫିସରେ କର୍ମଚାରୀଙ୍କ ଉପରେ ବିରକ୍ତ ରୁହନ୍ତୁ ନାହିଁ ।
ଉ, ଭାଦ୍ରପଦ - ବ୍ୟବସାୟରେ ବିରାଟ ଯୋଜନାର ସଂକଳ୍ପ ନେବେ । ଶିକ୍ଷା କ୍ଷେତ୍ରରେ ଅଧିକ ଅବହେଳା କରିବେ । ରାଜନୀତିରେ ଲୋକପ୍ରିୟତା ଦେଖା ଦେବ ।
ରେବତୀ - କଳା, ସାହିତ୍ୟ , ସଂଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ । କୈାଣସି ମୂଲ୍ୟବାନ୍ ଉପହାର ପ୍ରାପ୍ତି ହେବେ । ମହିଳା ମାନେ ଗୃହ ଚିନ୍ତାରେ ବ୍ୟସ୍ତ ରହିବେ ।
ପ୍ରତିକାର – କୈାଣସି ବ୍ରାହ୍ମଣର ସେବା କରନ୍ତୁ ।

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :