• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 27th April 2023: ଏହି ରାଶିର ବ୍ୟକ୍ତିଙ୍କ କ୍ଷେତ୍ରରେ ଆଜି ଧନପ୍ରାପ୍ତିର ଯୋଗ ରହିଛି

ସୈାର ମେଷ ମାସ ବୈଶାଖ ଶୁକ୍ଲପକ୍ଷ । ଇଂରାଜୀରେ ୨୭ ତାରିଖ ଗୁରୁବାର । ଚନ୍ଦ୍ର – କର୍କଟ, ଅହୋରାତ୍ର ତିଥି – ୭ମୀ, ଦିବା ୦୧.୩୯ ଗତେ ୮ମୀ, ଘାତ ଚନ୍ଦ୍ର – ନାସ୍ତି, ଘାତ ବାର – ତୁଳା, କୁମ୍ଭ ପୁଷ୍କର ଦୋଷ – ୨ ପାଦ - ପଶୁ ଓ ବଂଶହାନି ଓ ଅନ୍ନ - ତିଳକାଞନ ଦାନ ପ୍ରାତଃ ୦୬.୫୯ ଗତେ ୧ ପାଦ

Gemini

ମିଥୁନ

Thursday 27 Apr 2023

ମୃଗଶିରା - ପାଦରେ ଆଘାତ, ପାଦ ଯନ୍ତ୍ରଣା, ଆଖି ଯନ୍ତ୍ରଣା ଏବଂ ଅତ୍ୟଧିକ ନିଦ ଆସିବ । ବାଣିଜ୍ୟ ବ୍ୟବସାୟ ଓ ପରିବହନରୁ ଲାଭବାନ୍ ହେବେ । ପ୍ରଶାସନିକ ସ୍ତରରେ ସମସ୍ୟା ସମାଧାନରେ ରାସ୍ତା ଖୋଜି ବାହାର କରିବାରେ ସମର୍ଥ ହେବେ ।

ଆଦ୍ରା - କାର୍ଯ୍ୟ ପାଇଁ ସମ୍ମାନିତ ଦକ୍ଷତା ପ୍ରତିପାଦିତ  ହେବେ । ଗମନା ଗମନ କରିବା ସମୟରେ ସାବଧାନତା ଅବଲମ୍ବନ କରନ୍ତୁ । ବିଦେଶରେ ଥିବା ସପଂର୍କୀୟ ଠାରୁ ଶୁଭ ଖବର ପାଇବେ ।

ପୁନର୍ବସୁ- ପଢାପଢ଼ିରେ ଓ ପରୀକ୍ଷାରେ ସଫଳତା ମିଳିବ । ଚାକିରିରେ ଦୂର ଯାତ୍ରାର ସମ୍ଭାବନା ରହିଛି । ଗୃହସୀମା ମହିଳା ମାନେ ନୂଆ କିଛି କରିବା ପାଇଁ ଚେଷ୍ଟା କେରିବେ ।

ପ୍ରତିକାର – ଦର୍ତାତ୍ରେୟଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ ।

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :