• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 27th April 2023: ଏହି ରାଶିର ବ୍ୟକ୍ତିଙ୍କ କ୍ଷେତ୍ରରେ ଆଜି ଧନପ୍ରାପ୍ତିର ଯୋଗ ରହିଛି

ସୈାର ମେଷ ମାସ ବୈଶାଖ ଶୁକ୍ଲପକ୍ଷ । ଇଂରାଜୀରେ ୨୭ ତାରିଖ ଗୁରୁବାର । ଚନ୍ଦ୍ର – କର୍କଟ, ଅହୋରାତ୍ର ତିଥି – ୭ମୀ, ଦିବା ୦୧.୩୯ ଗତେ ୮ମୀ, ଘାତ ଚନ୍ଦ୍ର – ନାସ୍ତି, ଘାତ ବାର – ତୁଳା, କୁମ୍ଭ ପୁଷ୍କର ଦୋଷ – ୨ ପାଦ - ପଶୁ ଓ ବଂଶହାନି ଓ ଅନ୍ନ - ତିଳକାଞନ ଦାନ ପ୍ରାତଃ ୦୬.୫୯ ଗତେ ୧ ପାଦ

Cancer

କର୍କଟ

Thursday 27 Apr 2023

ପୁନର୍ବସୁ - ଶାରୀରିକ ଅସୁସ୍ଥତା ଅନୁଭବ କରିବେ । ନିତିଦିନିଆ କାମ ସହଜରେ ପୂରା ହୋଇଯିବ । ଜୀବନସାଥିଙ୍କ ସହ ଯୋଗରେ ଆଗକୁ ବଢିବାର ସୁଯୋଗ ପାଇବେ ।

ପୁଷ୍ୟା - ବ୍ୟବସାୟରେ ଧନଲାଭର ନୂଆ ଉତ୍ସ ତଲାସ କରିବେ । ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତି ମାନ ସମ୍ମାନ ପାଇବେ । ଛାତ୍ରଙ୍କୁ କୈାଣସି ଅଭିଜ୍ଞ ବ୍ୟକ୍ତିଙ୍କ ଠାରୁ ଭଲ ପରାମର୍ଶ ମିଳିବ ।

ଅଶ୍ଳେଷା - ଭୂ-ସମ୍ପତିରେ ଅଧିକ ପଇସା ନିବେଶ କରନ୍ତୁ । ନିଜ ସିଦ୍ଧାନ୍ତରେ ଅଟଳ ରହିବା ଫଳରେ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ । ଶତୃମାନେ ମଥାନତ କରିବେ ।

ପ୍ରତିକାର – ଶ୍ରୀ ଗଣେଷଙ୍କ ମନ୍ତ୍ର ପାଠ କରନ୍ତୁ ।

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :