• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 27th April 2023: ଏହି ରାଶିର ବ୍ୟକ୍ତିଙ୍କ କ୍ଷେତ୍ରରେ ଆଜି ଧନପ୍ରାପ୍ତିର ଯୋଗ ରହିଛି

ସୈାର ମେଷ ମାସ ବୈଶାଖ ଶୁକ୍ଲପକ୍ଷ । ଇଂରାଜୀରେ ୨୭ ତାରିଖ ଗୁରୁବାର । ଚନ୍ଦ୍ର – କର୍କଟ, ଅହୋରାତ୍ର ତିଥି – ୭ମୀ, ଦିବା ୦୧.୩୯ ଗତେ ୮ମୀ, ଘାତ ଚନ୍ଦ୍ର – ନାସ୍ତି, ଘାତ ବାର – ତୁଳା, କୁମ୍ଭ ପୁଷ୍କର ଦୋଷ – ୨ ପାଦ - ପଶୁ ଓ ବଂଶହାନି ଓ ଅନ୍ନ - ତିଳକାଞନ ଦାନ ପ୍ରାତଃ ୦୬.୫୯ ଗତେ ୧ ପାଦ

Virgo

କନ୍ୟା

Thursday 27 Apr 2023

ଉ-ଫାଲ୍‌ଗୁନୀ - ସ୍ୱାସ୍ଥ୍ୟରେ ସକାରତ୍ମକ ପରିବର୍ତ୍ତନ ଆସିପାରେ । କର୍ମ କ୍ଷେତ୍ରରେ ଉତ୍ସାହ ଜନକ ରହିବ । ସାଧାରଣ କଥାରେ ବନ୍ଧୁ ମୁହଁ ଫେରାଇ ନେଇପାରନ୍ତି ।

ହସ୍ତା - ସାମାଜିକ ମାନସମ୍ମାନ ବାଧା ପ୍ରାପ୍ତ ହେବ । ଶିକ୍ଷା କ୍ଷେତ୍ରରେ ଅଧିକ ଅବହେଳା କରିବେ । ବ୍ୟବସାୟରେ ସହରକୁ ଯାଇପାରନ୍ତି ।

ଚିତ୍ରା - ସମ୍ମାନିତ ଲୋକଙ୍କ ସହ ମିଶିବାର ଅବସର ପାଇବେ । ରାଜନିତିରେ ଲକ୍ଷ୍ୟପ୍ରାପ୍ତିର ଆଶା ନିରର୍ଥକ ହେବ ନାହିଁ । ମାଲିମକନ୍ଦମା କ୍ଷେତ୍ରରେ ଉତମ ଫଳ ପାଇବେ । 

ପ୍ରତିକାର - ତ୍ରିପୁରା ସୁନ୍ଦରୀଙ୍କ ପୂଜାର୍ଚ୍ଚନା କରନ୍ତୁ ।

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :