• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 27th April 2023: ଏହି ରାଶିର ବ୍ୟକ୍ତିଙ୍କ କ୍ଷେତ୍ରରେ ଆଜି ଧନପ୍ରାପ୍ତିର ଯୋଗ ରହିଛି

ସୈାର ମେଷ ମାସ ବୈଶାଖ ଶୁକ୍ଲପକ୍ଷ । ଇଂରାଜୀରେ ୨୭ ତାରିଖ ଗୁରୁବାର । ଚନ୍ଦ୍ର – କର୍କଟ, ଅହୋରାତ୍ର ତିଥି – ୭ମୀ, ଦିବା ୦୧.୩୯ ଗତେ ୮ମୀ, ଘାତ ଚନ୍ଦ୍ର – ନାସ୍ତି, ଘାତ ବାର – ତୁଳା, କୁମ୍ଭ ପୁଷ୍କର ଦୋଷ – ୨ ପାଦ - ପଶୁ ଓ ବଂଶହାନି ଓ ଅନ୍ନ - ତିଳକାଞନ ଦାନ ପ୍ରାତଃ ୦୬.୫୯ ଗତେ ୧ ପାଦ

Libra

ତୁଳା

Thursday 27 Apr 2023

ଚିତ୍ରା - ଏକତରଫା ଚିନ୍ତା ଆପଣଙ୍କୁ ଅସୁବିଧାରେ ପକାଇପାରେ । ବନ୍ଧୁ, ପରିଜନକୁ ନିଜର ମନ କଥା କୁହନ୍ତୁ ।  କୈାଣସି କାମରେ ଯଥେଷ୍ଟ ଲାଭ ହେବ ।  ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ ।

ସ୍ୱାତୀ - ଶିକ୍ଷାରେ ପ୍ରଗତି ହେବାରେ ସମ୍ଭାବନା ଅଛି । ରାଜନିତିରେ ବିଶେଷ ବ୍ୟକ୍ତିଙ୍କ ଠାରୁ ପରାମର୍ଶ ନିଅନ୍ତୁ । ବ୍ୟବସାୟରେ ସାମାନ୍ୟ କ୍ଷତି ହୋଇପାରେ । ପରିବାର ସଦସ୍ୟଙ୍କ ସହିତ ଆପଣଙ୍କର ଆଚରଣ ଭଲ ରହିବ ।

ବିଶାଖା- ନୂଆ ଘର ତିଆରି କରିବେ । ମହିଳା ମାନେ ବାହାରକୁ ବୁଲିବ ପାଇଁ ଯିବେ । ଚାକିରୀ କ୍ଷେତ୍ରରେ ଉପରିସ୍ଥ ଅଧିକାରୀଙ୍କ ସହିତ ବିରୋଧି ଭାବର ଅବସାନ ଘଟିବ ଏବଂ କାର୍ଯ୍ୟ କ୍ଷେତ୍ରରେ ପରିବର୍ତନ ହେବ ।

ପ୍ରତିକାର – କମଳାଙ୍କର ମୂଳ ମନ୍ତ୍ର ପାଠ କରନ୍ତୁ ।

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :