• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 27th April 2023: ଏହି ରାଶିର ବ୍ୟକ୍ତିଙ୍କ କ୍ଷେତ୍ରରେ ଆଜି ଧନପ୍ରାପ୍ତିର ଯୋଗ ରହିଛି

ସୈାର ମେଷ ମାସ ବୈଶାଖ ଶୁକ୍ଲପକ୍ଷ । ଇଂରାଜୀରେ ୨୭ ତାରିଖ ଗୁରୁବାର । ଚନ୍ଦ୍ର – କର୍କଟ, ଅହୋରାତ୍ର ତିଥି – ୭ମୀ, ଦିବା ୦୧.୩୯ ଗତେ ୮ମୀ, ଘାତ ଚନ୍ଦ୍ର – ନାସ୍ତି, ଘାତ ବାର – ତୁଳା, କୁମ୍ଭ ପୁଷ୍କର ଦୋଷ – ୨ ପାଦ - ପଶୁ ଓ ବଂଶହାନି ଓ ଅନ୍ନ - ତିଳକାଞନ ଦାନ ପ୍ରାତଃ ୦୬.୫୯ ଗତେ ୧ ପାଦ

Scorpio

ବିଛା

Thursday 27 Apr 2023

ବିଶାଖା - ସ୍ୱାସ୍ଥ୍ୟରେ ସୁଧାର ଏବଂ କାର୍ଯ୍ୟରେ ସଫଳତା ମିଳିପାରେ । ପରିବାର ସହ ଦୂର ସ୍ଥାନକୁ ଯାତ୍ରା କରିବା ସହିତ ଘରୋପକରଣ ଜିନିଷ ମଧ୍ୟ ଆଣିପାରନ୍ତି । କର୍ମ କ୍ଷେତ୍ରରେ ବିଳମ୍ବ ଯୋଗ ରହିଛି ।
ଅନୁରାଧା - ବ୍ୟବସାୟରେ ଆଶାନୂରୂପକ ଫଳ ପାଇବେ । ମହିଳା ମାନେ ନିଜର ବ୍ୟବହାର ପ୍ରତି ଧ୍ୟାନ ଦିଅନ୍ତୁ । ରାଜନୀତିରେ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ହାତକୁ ନେଇ ଚିନ୍ତାଗ୍ରସ୍ତ ରହିବେ ।
ଜ୍ୟୋଷ୍ଠା - ଫିଲ୍ମ ଉଦ୍ୟୋଗି କ୍ଷେତ୍ରରେ ଥିବା ଭଲ ସୁଯୋଗ ମିଳିବ । ଶିକ୍ଷାର୍ଥୀ ମାନେ ଉଚ୍ଚ ଶିକ୍ଷା ପାଇଁ ବିଦେଶାଗତ ହୋଇପାରନ୍ତି ।  କୋର୍ଟ ମାମଲାରେ ଫସି ଅଯଥା ଖର୍ଚ୍ଚ କରିବେ ।
ପ୍ରତିକାର – ନୃସିଂହଙ୍କର ମନ୍ତ୍ର ପାଠ କରନ୍ତୁ ।

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :