• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 27th April 2023: ଏହି ରାଶିର ବ୍ୟକ୍ତିଙ୍କ କ୍ଷେତ୍ରରେ ଆଜି ଧନପ୍ରାପ୍ତିର ଯୋଗ ରହିଛି

ସୈାର ମେଷ ମାସ ବୈଶାଖ ଶୁକ୍ଲପକ୍ଷ । ଇଂରାଜୀରେ ୨୭ ତାରିଖ ଗୁରୁବାର । ଚନ୍ଦ୍ର – କର୍କଟ, ଅହୋରାତ୍ର ତିଥି – ୭ମୀ, ଦିବା ୦୧.୩୯ ଗତେ ୮ମୀ, ଘାତ ଚନ୍ଦ୍ର – ନାସ୍ତି, ଘାତ ବାର – ତୁଳା, କୁମ୍ଭ ପୁଷ୍କର ଦୋଷ – ୨ ପାଦ - ପଶୁ ଓ ବଂଶହାନି ଓ ଅନ୍ନ - ତିଳକାଞନ ଦାନ ପ୍ରାତଃ ୦୬.୫୯ ଗତେ ୧ ପାଦ

Sagittarius

ଧନୁ

Thursday 27 Apr 2023

ମୂଳା - ପ୍ରେମିକା, ପ୍ରେମିକ ଦର୍ଶନୀୟ ସାନକୁ ବୁଲି ଯିବେ । ଅଫିସ୍‌ରେ ଆପଣଙ୍କର କାମରେ ପ୍ରଂଶସା ହେବ । ବ୍ୟବସାୟରେ ବୁଝିବିଚାରି ଭାଗିଦାରି କରନ୍ତୁ । ମାନସିକ ସ୍ତରରେ ଉନ୍ନତି ଆସିବ ।

ପୂ, ଷାଢା - ରାଜନୈତିକ କ୍ଷେତ୍ରରେ ସଫଳତା ପାଇବେ । ବିଦ୍ୟାର୍ଥୀ ମାନେ ଉଚ୍ଚଶିକ୍ଷା ପାଇଁ ଆଗ୍ରହି ହୋଇପାରନ୍ତି । କ୍ରୀଡାକ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ପାଇବେ ।

ଉ,  ଷାଢା - ମହିଳାଙ୍କ ଭାଗ୍ୟ ଉଦ୍ୟୟ ହୋଇପାରେ । ଜମି କିଣିବା ଲାଗି ସୁନ୍ଦର ଯୋଗ ଅଛି । ସକାରତ୍ମକ ଭାବନା ଆଗକୁ ବଢିବାରେ ସହାୟକ ହେବ ।
ପ୍ରତିକାର – ହନୁମାନଙ୍କ ପାଖରେ ବୁନ୍ଦିଲଡୁ ଭୋଗ ଲଗାନ୍ତୁ ।

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :