• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 27th April 2023: ଏହି ରାଶିର ବ୍ୟକ୍ତିଙ୍କ କ୍ଷେତ୍ରରେ ଆଜି ଧନପ୍ରାପ୍ତିର ଯୋଗ ରହିଛି

ସୈାର ମେଷ ମାସ ବୈଶାଖ ଶୁକ୍ଲପକ୍ଷ । ଇଂରାଜୀରେ ୨୭ ତାରିଖ ଗୁରୁବାର । ଚନ୍ଦ୍ର – କର୍କଟ, ଅହୋରାତ୍ର ତିଥି – ୭ମୀ, ଦିବା ୦୧.୩୯ ଗତେ ୮ମୀ, ଘାତ ଚନ୍ଦ୍ର – ନାସ୍ତି, ଘାତ ବାର – ତୁଳା, କୁମ୍ଭ ପୁଷ୍କର ଦୋଷ – ୨ ପାଦ - ପଶୁ ଓ ବଂଶହାନି ଓ ଅନ୍ନ - ତିଳକାଞନ ଦାନ ପ୍ରାତଃ ୦୬.୫୯ ଗତେ ୧ ପାଦ

Capricorn

ମକର

Thursday 27 Apr 2023

ଉ, ଷାଢା - ଅନେକ ଦିନରୁ ବାକି ରହିଥିବା କାମକୁ ଆଜି ସଂପୂର୍ଣ୍ଣ କରିବେ । ଆର୍ଥିକ କ୍ଷେତ୍ରରେ ଲାଭବାନ୍ ସହିତ ସଂଚୟ କରିପାରନ୍ତି । ଅଚାନକ କୈାଣସି କଥାକୁ ନେଇ ମନୋଭାବ ଖରାପ ହୋଇପାରେ ।
ଶ୍ରବଣା - ଛାତ୍ରଛାତ୍ରୀ ମାନେ ପଢାରେ ମନ ଯୋଗ ରଖି ପାରିବେ ନାହିଁ । ଚାକିରି କ୍ଷେତ୍ରରେ ମନ ଅସ୍ଥିରତା ରହିବ । ଅନ୍ତରଙ୍ଗ ବନ୍ଧୁଙ୍କ ସହିତ ସମୟ ବିତାଇବେ ।
ଧନିଷ୍ଠା - ଜମିବାଡି ସମ୍ବନ୍ଧିୟ ସମସ୍ୟାରୁ ମୁକ୍ତି ପାଇବେ । ମହିଳାମାନେ କୌଣସି ଧର୍ମାନୁଷ୍ଠାନରେ କିଛି ଅଗ୍ରଣୀ ଦାୟିତ୍ୱ ନେଇପାରନ୍ତି । ଅନ୍ୟ ମନସ୍କତା ଓ ଆଘାତପ୍ରାପ୍ତିର ଆଶଙ୍କା ରହିଛି । 
ପ୍ରତିକାର – ସୂର୍ଯ୍ୟଙ୍କର ଗାୟିତ୍ରୀ ମନ୍ତ୍ର ପାଠ କରନ୍ତୁ ।

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :