ସୈାର ମେଷ ମାସ ବୈଶାଖ କୃଷ୍ଣପକ୍ଷ। ଇଂରାଜୀରେ ୨୭ ତାରିଖ ଶନିବାର । ଚନ୍ଦ୍ର- ବିଛା ରାତ୍ରି ୦୪.୨୭ ଗତେ ଧନୁ, ତିଥ-୩ୟା ଦିବା ୦୮.୧୮ ଗତେ ୪ର୍ଥୀ,ଘାତଚନ୍ଦ୍ର- ରାତ୍ରି ୦୪.୨୭ ଗତେ ତୁଳା ଓ କୁମ୍ଭ ରାଶିର ଘାତବାର- ବୃଷ, ସିଂହ ଓ କନ୍ୟା ରାଶିର ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ।
କୃତିକା- ପୂର୍ବ କଥା ପାସୋରି ନୂଆ କାମ ଆରମ୍ଭ କରନ୍ତୁ । ଆପଣଙ୍କର ଧ୍ୟାନ ଅଧ୍ୟାତ୍ମ୍ୟ ଦିଗକୁ ଅଧିକ ରହିବ । ଜୀବନ ସାଥିଙ୍କ ସହଯୋଗ ଆପଣଙ୍କ ଅଶାନ୍ତି ଦୂର କରିଦେବ ।
ରୋହିଣୀ- କର୍ତୁପକ୍ଷ ଆପଣଙ୍କୁ କୌଣସି ଦାୟିତ୍ୱ ଦେବେ । ବିଦ୍ୟାର୍ଥୀ ମାନେ ସଫଳତା ଲାଭ କରିବେ। ଓକିଲ ପୁରୁଣା ମକଦ୍ଦମାରେ ଜୟଲାଭ କରିବେ । ଆପଣ କୈାଣସି ବିଷୟରେ ବଡ ନିଷ୍ପତି ନେଇପାରନ୍ତି
ମୃଗଶିରା- ସମ୍ମାନିତ ଲୋକଙ୍କ ସହ ମିଶିବାର ଅବସର ପାଇବେ । ବଡ ଯୋଜନାର ଶୁଭାରମ୍ଭ କରିପାରନ୍ତି । ଆପଣଙ୍କର ତୀବ୍ର ବୁଦ୍ଧି ପାଇଁ ପୁରସ୍କାର ମିଳିବା ଯୋଗ ଅଛି
ପ୍ରତିକାର – ମା ଲକ୍ଷ୍ମୀଙ୍କର ପୂଜାର୍ଚ୍ଚନା କରନ୍ତୁ
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୬