• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 27th April 2024: ଆଜି ଏହି ରାଶିର ବ୍ୟକ୍ତିଙ୍କର ଦୂର ସ୍ଥାନକୁ ଯାତ୍ରା କରିବାର ଯୋଗ ରହିଛି

ସୈାର ମେଷ ମାସ ବୈଶାଖ କୃଷ୍ଣପକ୍ଷ। ଇଂରାଜୀରେ ୨୭ ତାରିଖ ଶନିବାର । ଚନ୍ଦ୍ର- ବିଛା ରାତ୍ରି ୦୪.୨୭ ଗତେ ଧନୁ, ତିଥ-୩ୟା ଦିବା ୦୮.୧୮ ଗତେ ୪ର୍ଥୀ,ଘାତଚନ୍ଦ୍ର- ରାତ୍ରି ୦୪.୨୭ ଗତେ ତୁଳା ଓ କୁମ୍ଭ ରାଶିର ଘାତବାର- ବୃଷ, ସିଂହ ଓ କନ୍ୟା ରାଶିର ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ।

Pisces

ମୀନ

Saturday 27 Apr 2024

ପୂ,ଭାଦ୍ରପଦ- ପାରିବାରିକ ଜୀବନରେ ଅବହେଳା ପ୍ରଦର୍ଶନ କରିବେ । ସରକାରୀ ଚାକିରିଆଙ୍କର ମନ ପସନ୍ଦ ଜାଗାକୁ ବଦଳି ହେବ । ପାରିବାରିକ ଜୀବନ ଶାନ୍ତିମୟ ହେବ । ଅଫିସ୍ରେ ଆପଣଙ୍କୁ ଅଧିକ ସମୟ କାମ କରିବାକୁ ପଡିବ ।

ଉ,ଭାଦ୍ରପଦ- ବିଦ୍ୟାର୍ଥୀ ମାନେ ପଢାରେ ମନନିବେଶ କରିବେ । ବାହନ କିଣିବା ଲାଗି ଆଗ୍ରହ ବଢିବ । କୈାଣସି କଳା କ୍ଷେତ୍ରରେ ଅଭିନୟ ପାଇଁ ସୁଯୋଗ ପାଇବେ । ପ୍ରେମିକାକୁ ମନର କଥା କହିବେ ।

ରେବତୀ- ସୁନା ଅଳଙ୍କାର କିଣିବା ଲାଗି ଭାବିବେ । କାହା ସହ କଟୁ ଭାଷାରେ କଥା ହୁଅନ୍ତୁ ନାହିଁ । ଭାବିଥିବା କାମରେ ନିଜ ଦକ୍ଷତା ବଳରେ ପୁରା କରିବେ ।

ପ୍ରତିକାର – ହଳଦିଆ ରଙ୍ଗର ପୋଷାକ ବ୍ୟବହାର କରିବେ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :