• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 27th April 2024: ଆଜି ଏହି ରାଶିର ବ୍ୟକ୍ତିଙ୍କର ଦୂର ସ୍ଥାନକୁ ଯାତ୍ରା କରିବାର ଯୋଗ ରହିଛି

ସୈାର ମେଷ ମାସ ବୈଶାଖ କୃଷ୍ଣପକ୍ଷ। ଇଂରାଜୀରେ ୨୭ ତାରିଖ ଶନିବାର । ଚନ୍ଦ୍ର- ବିଛା ରାତ୍ରି ୦୪.୨୭ ଗତେ ଧନୁ, ତିଥ-୩ୟା ଦିବା ୦୮.୧୮ ଗତେ ୪ର୍ଥୀ,ଘାତଚନ୍ଦ୍ର- ରାତ୍ରି ୦୪.୨୭ ଗତେ ତୁଳା ଓ କୁମ୍ଭ ରାଶିର ଘାତବାର- ବୃଷ, ସିଂହ ଓ କନ୍ୟା ରାଶିର ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ।

Gemini

ମିଥୁନ

Saturday 27 Apr 2024

ମୃଗଶିରା- ଶାରୀରିକ ପିଡା ଭୋଗ କରି ପାରନ୍ତି । ପଇସାର ଅଭାବ ଅନୁଭବ କରିପାରନ୍ତି । ଘର ସଜାଇବାରେ ଧ୍ୟାନ ଦେବେ । ଆପଣ ନିଜ ସାଥୀଙ୍କ ଭାବନାକୁ ବୁଝିବେ ।

ଆଦ୍ରା- ପ୍ରତିଯୋଗିତା ମୂଳକ ପରୀକ୍ଷାରେ ସଫଳତା ପାଇବେ । ଇଂଜିନିୟରଙ୍କୁ ବଡ କଂପାନୀରେ ଚାକିରିରେ ପ୍ରସ୍ତାବ ମିଳିପାରେ । କୈାଣସି ଜରୁରୀ ଯୋଜନା ସଫଳ ହେବ ।

ପୁନର୍ବସୁ- ଆପଣଙ୍କ ପ୍ରତି ଉଚ୍ଚ ଅଧିକାରୀଙ୍କ ବ୍ୟବହାର ସକାରତ୍ମକ ରହିବ । ଭୂ-ସମ୍ପତି କିଣିବା ପୂର୍ବରୁ ଶୁଭ ମୁହୂର୍ତ ଦେଖନ୍ତୁ । ଅଧିକ ଭାବୁକ ହେଲେ ମନ ଅଶାନ୍ତି ରହିବ ।

ପ୍ରତିକାର – ବିଷ୍ଣୁଙ୍କର ସହସ୍ର ନାମ ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :