• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 27th April 2024: ଆଜି ଏହି ରାଶିର ବ୍ୟକ୍ତିଙ୍କର ଦୂର ସ୍ଥାନକୁ ଯାତ୍ରା କରିବାର ଯୋଗ ରହିଛି

ସୈାର ମେଷ ମାସ ବୈଶାଖ କୃଷ୍ଣପକ୍ଷ। ଇଂରାଜୀରେ ୨୭ ତାରିଖ ଶନିବାର । ଚନ୍ଦ୍ର- ବିଛା ରାତ୍ରି ୦୪.୨୭ ଗତେ ଧନୁ, ତିଥ-୩ୟା ଦିବା ୦୮.୧୮ ଗତେ ୪ର୍ଥୀ,ଘାତଚନ୍ଦ୍ର- ରାତ୍ରି ୦୪.୨୭ ଗତେ ତୁଳା ଓ କୁମ୍ଭ ରାଶିର ଘାତବାର- ବୃଷ, ସିଂହ ଓ କନ୍ୟା ରାଶିର ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ।

Virgo

କନ୍ୟା

Saturday 27 Apr 2024

ଉ,ଫଳଗୁନି- ଶାରିରୀକ କ୍ରିଡା ଭୋଗିଲେ ମଧ୍ୟ ଅନ୍ୟ ସମସ୍ତ କର୍ମରେ ଶୁଭଫଳ ପାଇବେ । ପ୍ରେମିକ ପ୍ରେମିକା ମାନେ ବିଶ୍ୱାସ ଭାଜନ ହେବେ । ନୂଆ ଲୋକଙ୍କ ସହ ସାକ୍ଷାତରେ ଆପଣଙ୍କୁ ଲାଭ ହେବ

ହସ୍ତା- ରାଜନିତିରେ ମୂଖ୍ୟ ଭୂମିକା ଗ୍ରହଣ କରିବେ । ବିରୋଧୀ ଆପଣଙ୍କୁ ବନ୍ଧୁତାର ହାତ ବଢାଇବେ । ସାମାଜିକ ମିଳାମିଶା ବଢିବ ।ବିଦ୍ୟାଧ୍ୟନ ସମ୍ବନ୍ଧୀୟ ଶୁଭ ସମାଚାର ପ୍ରାପ୍ତ ହେବ ।

ଚିତ୍ରା- ମହିଳା ମାନଙ୍କୁ ସମ୍ମାନ ଦେବେ । ଶତୃ କ୍ଷତି କରିବାକୁ ଚେଷ୍ଟା କଲେ ବି କିଛି କରିପାରିବେ ନାହିଁ । ଲକ୍ଷ୍ୟକୁ ନେଇ ଯାତ୍ରା ସମ୍ପର୍ଣ୍ଣ କରିବେ ।କଚେରି ମାମଲାର ଶୁଣାଣି ଆପଣଙ୍କ ସପକ୍ଷରେ ଯାଇପାରେ ।

ପ୍ରତିକାର - ଐ୍ୟଂ ସ୍ତୀଂ ଶ୍ରୀଂ ବୁଧାୟ ନମଃ ଜପ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :