• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 27th April 2024: ଆଜି ଏହି ରାଶିର ବ୍ୟକ୍ତିଙ୍କର ଦୂର ସ୍ଥାନକୁ ଯାତ୍ରା କରିବାର ଯୋଗ ରହିଛି

ସୈାର ମେଷ ମାସ ବୈଶାଖ କୃଷ୍ଣପକ୍ଷ। ଇଂରାଜୀରେ ୨୭ ତାରିଖ ଶନିବାର । ଚନ୍ଦ୍ର- ବିଛା ରାତ୍ରି ୦୪.୨୭ ଗତେ ଧନୁ, ତିଥ-୩ୟା ଦିବା ୦୮.୧୮ ଗତେ ୪ର୍ଥୀ,ଘାତଚନ୍ଦ୍ର- ରାତ୍ରି ୦୪.୨୭ ଗତେ ତୁଳା ଓ କୁମ୍ଭ ରାଶିର ଘାତବାର- ବୃଷ, ସିଂହ ଓ କନ୍ୟା ରାଶିର ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ।

Libra

ତୁଳା

Saturday 27 Apr 2024

ଚିତ୍ରା- ସାମୟିକ ଭାବରେ ଶାରିରୀକ ଅସୁସ୍ଥତା ଦେଖା ଦେଇପାରେ । ମନ ଆଧ୍ୟାତ୍ମିକତା ପ୍ରତି ଅଧିକ ରହିବ । ଆପଣଙ୍କ ସମ୍ପର୍କରେ ଆସୁଥିବା ପ୍ରତ୍ୟେକ ଲୋକଙ୍କ ସହ ପ୍ରେମପୂର୍ଣ୍ଣ ବ୍ୟବହାର କରିବେ ।

ସ୍ୱାତୀ- ଅଫିସ୍ କାମରେ ସଂପୂର୍ଣ୍ଣ ବ୍ୟସ୍ତ ରହିବେ । ମହିଳା ମାନେ ମନରେ ନୂଆ ନୂଆ ବିଚାର ଆସିବ । ଅଧିକ ଚିନ୍ତା କରିଲେ ମାନସିକ ଶାନ୍ତି ଭଙ୍ଗ ହେବ । ଦୀର୍ଘଦିନ ଧରି ପ୍ରୟାସ କରି ଆସୁଥିବା କାମରେ ସଫଳ ହେବେ

ବିଶାଖା- ପ୍ରିୟ ଲୋକଙ୍କ ସହିତ ଆନନ୍ଦିତ ହେବେ । ଉନ୍ନତି ପାଇଁ ନୂଆ ମାର୍ଗ ଖୋଲିବ । ସାହିତ୍ୟ, ସଙ୍ଗିତ ଓ ସୃଜନାଶୀଳତା ବୃଦ୍ଧି ପାଇବ ।ନୂଆ ଜ୍ଞାନର ବୃଦ୍ଧି ହେବ ।

ପ୍ରତିକାର – କମଳାଙ୍କ ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :