• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 27th April 2024: ଆଜି ଏହି ରାଶିର ବ୍ୟକ୍ତିଙ୍କର ଦୂର ସ୍ଥାନକୁ ଯାତ୍ରା କରିବାର ଯୋଗ ରହିଛି

ସୈାର ମେଷ ମାସ ବୈଶାଖ କୃଷ୍ଣପକ୍ଷ। ଇଂରାଜୀରେ ୨୭ ତାରିଖ ଶନିବାର । ଚନ୍ଦ୍ର- ବିଛା ରାତ୍ରି ୦୪.୨୭ ଗତେ ଧନୁ, ତିଥ-୩ୟା ଦିବା ୦୮.୧୮ ଗତେ ୪ର୍ଥୀ,ଘାତଚନ୍ଦ୍ର- ରାତ୍ରି ୦୪.୨୭ ଗତେ ତୁଳା ଓ କୁମ୍ଭ ରାଶିର ଘାତବାର- ବୃଷ, ସିଂହ ଓ କନ୍ୟା ରାଶିର ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ।

Capricorn

ମକର

Saturday 27 Apr 2024

ଉ,ଷାଢା- କମ୍ ପରିଶ୍ରମ କରି ନିଜର ଉଦେଶ୍ୟ ହାସଲ କରିନେବେ । ପ୍ରଭାବଶାଳୀ ଲୋକଙ୍କ ସହଯୋଗରେ ଆପଣଙ୍କର ଉତ୍ସାହ ଦ୍ୱିଗୁଣ ହେବ । ସମ୍ପତି ବଢାଇବାର ଯୋଜନା ସଫଳ ହେବ

ଶ୍ରବଣା- ଛାତ୍ରଛାତ୍ରୀ ମାନେ ଉତମ ଫଳ ପ୍ରଦର୍ଶନ କରିବେ । କୈାଣସି ବିଶେଷ ଖବର ମିଳିବାର ଯୋଗ ଅଛି । କୈାଣସି କାମ ତରବରିଆ ଭାବେ କରନ୍ତୁ ନାହିଁ

ଧନିଷ୍ଠା- ବହୁ ଦିନର ସ୍ୱପ୍ନ ସାକାର ହେବ । ଆପଣଙ୍କର ଧ୍ୟାନ ଧାର୍ମୀକ କାର‌୍ୟ୍ୟରେ ଲାଗି ରହିବ । ନିଜର ପ୍ରତିଭାକୁ ବିକଶିତ କରିବା ଲାଗି ଅବସର ପାଇବେ

ପ୍ରତିକାର – କାଳିଙ୍କ ଯନ୍ତ୍ରିକା ମହା କବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :