• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 27th August 2022: ଏହି ରାଶିର ବ୍ୟକ୍ତି ଆଜି ବ୍ୟବସାୟରେ ଲାଭ ପାଇବେ

ସୈାର ସିଂହ ମାସ ଭାଦ୍ରବ କୃଷ୍ଣପକ୍ଷ । ଇଂରାଜୀରେ ୨୭ ତାରିଖ ଶନିବାର ତିଥି – ଅମାବାସ୍ୟା ଦିବା ୦୧/୪୭ ଗତେ ପ୍ରତିପଦ ଚନ୍ଦ୍ର – ସିଂହ ଅହୋରାତ୍ର ଘାତ ଚନ୍ଦ୍ର- କର୍କଟ ଓ ମକର ଅହୋରାତ୍ର ଘାତ ବାର – ବୃଷ, ସିଂହ ଓ କନ୍ୟା ରାଶିର ପୁଷ୍କର ଦୋଷ – ୧ପାଦ-କୃଷିହାନି-ଭୂମିଦାନ

Taurus

ବୃଷ

Saturday 27 Aug 2022

କୃତିକା - ବିଭିନ୍ନ ଦିଗରୁ ଅର୍ଥ ଆୟ କରିବେ

ରୋହିଣୀ –ପରିବାରରେ ସୁଖଶାନ୍ତି ଫେରିଆସିବ

ମୃଗଶିରା – ଜଣେ ବାଲ୍ୟ ବନ୍ଧୁଙ୍କ ସାହାର୍ଯ୍ୟରେ ଦୀର୍ଘ ଦିନର ଆଶା ପୁରଣ ହେବ

ପ୍ରତିକାର – ମା କମଳାଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :