• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 27th August 2022: ଏହି ରାଶିର ବ୍ୟକ୍ତି ଆଜି ବ୍ୟବସାୟରେ ଲାଭ ପାଇବେ

ସୈାର ସିଂହ ମାସ ଭାଦ୍ରବ କୃଷ୍ଣପକ୍ଷ । ଇଂରାଜୀରେ ୨୭ ତାରିଖ ଶନିବାର ତିଥି – ଅମାବାସ୍ୟା ଦିବା ୦୧/୪୭ ଗତେ ପ୍ରତିପଦ ଚନ୍ଦ୍ର – ସିଂହ ଅହୋରାତ୍ର ଘାତ ଚନ୍ଦ୍ର- କର୍କଟ ଓ ମକର ଅହୋରାତ୍ର ଘାତ ବାର – ବୃଷ, ସିଂହ ଓ କନ୍ୟା ରାଶିର ପୁଷ୍କର ଦୋଷ – ୧ପାଦ-କୃଷିହାନି-ଭୂମିଦାନ

Aquarius

କୁମ୍ଭ

Saturday 27 Aug 2022

ଧନିଷ୍ଠା –ନୂତନ ବନ୍ଧୁତ୍ୱ ସୃଷ୍ଟି କରିପାରନ୍ତି

ଶତଭିଷା – କୈାଣସି ଶୁଭ କର୍ମ କରିବା ପାଇଁ ଯୋଜନା ପ୍ରସ୍ତୁତ କରିବେ

ପୂ , ଭାଦ୍ରପଦ – ଛାତ୍ର ଛାତ୍ରି ମାନେ ଉଚ୍ଚ ଶିକ୍ଷା କରିବା ପାଇଁ ସୁଯୋଗ ଆସିପାରେ

ପ୍ରତିକାର –ଦକ୍ଷିଣ କାଳିଙ୍କ ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :