• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 27th August 2022: ଏହି ରାଶିର ବ୍ୟକ୍ତି ଆଜି ବ୍ୟବସାୟରେ ଲାଭ ପାଇବେ

ସୈାର ସିଂହ ମାସ ଭାଦ୍ରବ କୃଷ୍ଣପକ୍ଷ । ଇଂରାଜୀରେ ୨୭ ତାରିଖ ଶନିବାର ତିଥି – ଅମାବାସ୍ୟା ଦିବା ୦୧/୪୭ ଗତେ ପ୍ରତିପଦ ଚନ୍ଦ୍ର – ସିଂହ ଅହୋରାତ୍ର ଘାତ ଚନ୍ଦ୍ର- କର୍କଟ ଓ ମକର ଅହୋରାତ୍ର ଘାତ ବାର – ବୃଷ, ସିଂହ ଓ କନ୍ୟା ରାଶିର ପୁଷ୍କର ଦୋଷ – ୧ପାଦ-କୃଷିହାନି-ଭୂମିଦାନ

Pisces

ମୀନ

Saturday 27 Aug 2022

ପୂ , ଭାଦ୍ରପଦ - କର୍ମକ୍ଷେତ୍ରରେ ପ୍ରଶଂସା ଲାଭ କରିବେ

ଉ , ଭଦ୍ରପଦ - ମିଷ୍ଠାର୍ଣ୍ଣ ଭୋଜନର ଯୋଗ ରହିଛି

ରେବତୀ – କୈାଣସି ମହିଳାଙ୍କ ଦ୍ୱାରା ଭାଗ୍ୟ ଉଦ୍ୟୟ ହୋଇପାରେ

ପ୍ରତିକାର – ଶ୍ରୀ ବିଷ୍ଣୁଙ୍କର ବିଗ୍ରହକୁ ପୂଜା କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :