• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 27th August 2022: ଏହି ରାଶିର ବ୍ୟକ୍ତି ଆଜି ବ୍ୟବସାୟରେ ଲାଭ ପାଇବେ

ସୈାର ସିଂହ ମାସ ଭାଦ୍ରବ କୃଷ୍ଣପକ୍ଷ । ଇଂରାଜୀରେ ୨୭ ତାରିଖ ଶନିବାର ତିଥି – ଅମାବାସ୍ୟା ଦିବା ୦୧/୪୭ ଗତେ ପ୍ରତିପଦ ଚନ୍ଦ୍ର – ସିଂହ ଅହୋରାତ୍ର ଘାତ ଚନ୍ଦ୍ର- କର୍କଟ ଓ ମକର ଅହୋରାତ୍ର ଘାତ ବାର – ବୃଷ, ସିଂହ ଓ କନ୍ୟା ରାଶିର ପୁଷ୍କର ଦୋଷ – ୧ପାଦ-କୃଷିହାନି-ଭୂମିଦାନ

Gemini

ମିଥୁନ

Saturday 27 Aug 2022

ମୃଗଶିରା - ମାଲିମକଦ୍ଧମାରେ ଜୟଯୁକ୍ତ ହେବେ

ଆଦ୍ରା - ସନ୍ତାନ ମାନଙ୍କ କୃତିତ୍ୱ ପାଇଁ ଗର୍ବ ଅନୁଭବ କରିବେ

ପୁନର୍ବସୁ - ଋଣ କ୍ଷେତ୍ରରେ ଅର୍ଥ ଲାଭ କରିବେ

ପ୍ରତିକାର – ମା ତ୍ରିପୁରା ସୁନ୍ଦରୀଙ୍କ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :