• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 27th August 2022: ଏହି ରାଶିର ବ୍ୟକ୍ତି ଆଜି ବ୍ୟବସାୟରେ ଲାଭ ପାଇବେ

ସୈାର ସିଂହ ମାସ ଭାଦ୍ରବ କୃଷ୍ଣପକ୍ଷ । ଇଂରାଜୀରେ ୨୭ ତାରିଖ ଶନିବାର ତିଥି – ଅମାବାସ୍ୟା ଦିବା ୦୧/୪୭ ଗତେ ପ୍ରତିପଦ ଚନ୍ଦ୍ର – ସିଂହ ଅହୋରାତ୍ର ଘାତ ଚନ୍ଦ୍ର- କର୍କଟ ଓ ମକର ଅହୋରାତ୍ର ଘାତ ବାର – ବୃଷ, ସିଂହ ଓ କନ୍ୟା ରାଶିର ପୁଷ୍କର ଦୋଷ – ୧ପାଦ-କୃଷିହାନି-ଭୂମିଦାନ

Leo

ସିଂହ

Saturday 27 Aug 2022

ମଘା – ଗୃହ ନିର୍ମାଣ ବ୍ୟବସାୟ କ୍ଷେତ୍ରରେ ସଫଳତା ଲାଭ କରିବେ

ପୂ , ଫାଲଗୁନୀ - ହଠାତ୍ କିଛି ମୋଟା ଅଙ୍କର ଅର୍ଥ ପାଇ ପାଇରନ୍ତି

ଉ ,ଫାଲଗୁନୀ – ବନ୍ଧୁଙ୍କ ସାହାର୍ଯ୍ୟ ସହଯୋଗରେ ଆର୍ଥିକ ପରିସ୍ଥିତିରେ ସୁଧାର ଆଣିବେ

ପ୍ରତିକାର – ଶ୍ରୀ ମାତଙ୍ଗିଙ୍କ ଯନ୍ତ୍ର ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :