• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 27th August 2022: ଏହି ରାଶିର ବ୍ୟକ୍ତି ଆଜି ବ୍ୟବସାୟରେ ଲାଭ ପାଇବେ

ସୈାର ସିଂହ ମାସ ଭାଦ୍ରବ କୃଷ୍ଣପକ୍ଷ । ଇଂରାଜୀରେ ୨୭ ତାରିଖ ଶନିବାର ତିଥି – ଅମାବାସ୍ୟା ଦିବା ୦୧/୪୭ ଗତେ ପ୍ରତିପଦ ଚନ୍ଦ୍ର – ସିଂହ ଅହୋରାତ୍ର ଘାତ ଚନ୍ଦ୍ର- କର୍କଟ ଓ ମକର ଅହୋରାତ୍ର ଘାତ ବାର – ବୃଷ, ସିଂହ ଓ କନ୍ୟା ରାଶିର ପୁଷ୍କର ଦୋଷ – ୧ପାଦ-କୃଷିହାନି-ଭୂମିଦାନ

Libra

ତୁଳା

Saturday 27 Aug 2022

ଚିତ୍ରା – କାମ ଗୁଡିକ ସୁରୁଖୁରୁରେ ହେଇଯିବ

ସ୍ୱାତୀ –ଆର୍ଥିକ ଦିଗରୁ ସନ୍ତୋଷଜନକ ଫଳ ପାଇବେ

ବିଶାଖା – ଜିବିକା ଅର୍ଜନରେ ସଫଳତା ଲାଭ ପାଇବେ

ପ୍ରତିକାର – ଶିବ ମନ୍ଦିର ଦର୍ଶନ ସହିତ ମନ୍ତ୍ର ଜପ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :