ସୈାର ସିଂହ ମାସ ଭାଦ୍ରବ କୃଷ୍ଣପକ୍ଷ । ଇଂରାଜୀରେ ୨୭ ତାରିଖ ଶନିବାର ତିଥି – ଅମାବାସ୍ୟା ଦିବା ୦୧/୪୭ ଗତେ ପ୍ରତିପଦ ଚନ୍ଦ୍ର – ସିଂହ ଅହୋରାତ୍ର ଘାତ ଚନ୍ଦ୍ର- କର୍କଟ ଓ ମକର ଅହୋରାତ୍ର ଘାତ ବାର – ବୃଷ, ସିଂହ ଓ କନ୍ୟା ରାଶିର ପୁଷ୍କର ଦୋଷ – ୧ପାଦ-କୃଷିହାନି-ଭୂମିଦାନ
ଉ , ଷାଢା - ଅପ୍ରିୟ ସତ୍ୟ କଥା କହି ସମସ୍ତଙ୍କ ବିରୋଧି ହେବେ
ଶ୍ରବଣା –ପ୍ରତ୍ୟେକଟି କ୍ଷେତ୍ରରେ ବିଫଳତା ଲାଭ କରିବେ
ଧନିଷ୍ଠା – ମ।। ଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତାରେ ରହିବେ
ପ୍ରତିକାର – ମହାଦେବଙ୍କର ପୂଜାର୍ଚ୍ଚନା କରନ୍ତୁ
ଶୁଭ ରଙ୍ଗ :ନୀଳ
ଶୁଭ ସଂଖ୍ୟା :୮