ସୌର ସିଂହମାସ ଶ୍ରାବଣ (ଶୁଦ୍ଧ) ଶୁକ୍ଲ ପକ୍ଷ । ଇଂରାଜୀରେ ୨୭ ତାରିଖ ରବିବାର । ଚନ୍ଦ୍ର- ଧନୁ ଅହୋରାତ୍ର । ତିଥି-୧୧ଶୀ ରାତ୍ରି ୦୯.୩୨ ଗତେ ୧୨ଶୀ । ଘାତ ଚନ୍ଦ୍ର-ତୁଳା ଓ କୁମ୍ଭ ରାଶିର ଅହୋରାତ୍ର । ଘାତ ବାର – ମେଷ
ମୃଗଶିରା- ବ୍ୟବସାୟୀଙ୍କୁ ଲାଭ ମିଳିବ । ନିଜର ବିଚାରକୁ ସ୍ପଷ୍ଟ ରୂପେ ବ୍ୟକ୍ତ କରନ୍ତୁ । ପାରିବାରିକ ଜୀବନ ଶାନ୍ତିମୟ ହେବ । ଜୀବନସାଥୀଙ୍କୁ ଭଲ ଉପହାର ଦେବେ ।
ଆଦ୍ରା- ରାଜନୈତିକ କ୍ଷେତ୍ରରେ ସାଙ୍ଗଠନିକ କାର୍ୟ୍ୟରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ । ସୁଖ, ସୌଭାଗ୍ୟ ମିଳିପାରେ । ନୂଆ ଅଧ୍ୟାପନା ଲାଗି ସୁଯୋଗ ଆସିବ ।
ପୁନର୍ବସୁ- ସକାରତ୍ମକ ଭାବନା ଘେନି ଆଗକୁ ବଢିବେ । ନିଜର ପ୍ରତିଭାକୁ ବିକଶିତ କରିବା ଲାଗି ଅବସର ପାଇବେ । ସମ୍ବନ୍ଧରେ ଲାଗି ରହିଥିବା ତିକ୍ତତା ଦୂର ହେବ । ଓକିଲ ପୁରୁଣା ମକଦ୍ଦମାରେ ଜୟଲାଭ କରିବେ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର- ଦର୍ତାତ୍ରେୟଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ