• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 27th August 2023: ଏହି ରାଶିର ବ୍ୟକ୍ତି ସାବଧାନ, ପଡ଼ିପାରନ୍ତି ବଡ଼ ସମସ୍ୟାରେ !

ସୌର ସିଂହମାସ ଶ୍ରାବଣ (ଶୁଦ୍ଧ) ଶୁକ୍ଲ ପକ୍ଷ । ଇଂରାଜୀରେ ୨୭ ତାରିଖ ରବିବାର । ଚନ୍ଦ୍ର- ଧନୁ ଅହୋରାତ୍ର । ତିଥି-୧୧ଶୀ ରାତ୍ରି ୦୯.୩୨ ଗତେ ୧୨ଶୀ । ଘାତ ଚନ୍ଦ୍ର-ତୁଳା ଓ କୁମ୍ଭ ରାଶିର ଅହୋରାତ୍ର । ଘାତ ବାର – ମେଷ

Scorpio

ବିଛା

Sunday 27 Aug 2023

ବିଶାଖା- ଶାରୀରିକ ପିଡା ଅପେକ୍ଷା କୃତ କମ ରହିବ । କର୍ମକ୍ଷେତ୍ରରେ ଉଚ୍ଚବର୍ଗଙ୍କ ସାହାର‌୍ୟ୍ୟ ପାଇବେ । ଆଜି କୌଣସି ଆନୁଷ୍ଠାନିକ କାମରେ ନିୟ୍ୟେଜିତ ରହିବେ । ଭାତୃ ସମ୍ପର୍କ କ୍ଷେତ୍ରରେ ସଫଳତା ପ୍ରଦାନ କରିବ ।

ଅନୁରାଧା- ସଭା ସମିତିରେ କୈାଣସି କଥାରେ ଆପଣଙ୍କ ସପକ୍ଷେର ଯିବ ନାହିଁ ଶିକ୍ଷାତ୍ରୀମାନେ ଦେଇଥିବା ପରିକ୍ଷାରେ କୃତକାର‌୍ୟ୍ୟ ହେବେ । ନିଜ ସାମର୍ଥ୍ୟ ଅନୁଯାୟୀ ସରଳ ଭାବେ କାମ ପୁରା କରିବେ ।

ଜ୍ୟୋଷ୍ଠା- ପୁରୁଣା ଗାଡି ବିକିବାରେ ମନ ବଳାଇବେ । ଆପଣଙ୍କ କାର‌୍ୟ୍ୟକଳାପରେ ଅସନ୍ତୁଷ୍ଟ ହୋଇ ସମ୍ପର୍କୀୟ ପଛରେ ସମାଲୋଚନା କରିପାରନ୍ତି । ମହିଳା ମାନେ କରିଥିବା ଆଶା ପୂରଣ ହୋଇପାରେ ।

ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯

ପ୍ରତିକାର- ମା ମଙ୍ଗଳା ମନ୍ତ୍ର ପାଠ କରନ୍ତୁ