• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 27th August 2024: ଏହି ରାଶିର ବ୍ୟକ୍ତିଙ୍କ ପ୍ରେମ ସମ୍ପର୍କ ଭଲ ରହିବ ..

ସୌର ସିଂହ ମାସ ଭାଦ୍ରବ କୃଷ୍ଣପକ୍ଷ । ଇଂରାଜୀରେ ୨୭ ତାରିଖ ମଙ୍ଗଳବାର ଚନ୍ଦ୍ର- ବୃଷ ରାତ୍ରି ୦୩.୪୧ ଗତେ ମିଥୁନ

Taurus

ବୃଷ

Tuesday 27 Aug 2024

କୃତିକା- ପିତାଙ୍କ ସ୍ୱାସ୍ଥ୍ୟବସ୍ଥାରେ ଉନ୍ନତି କାରଣରୁ ମନ ହାଲୁକା ହୋଇଯିବ । ପରିବହନରେ ଉନ୍ନତି କରି ଋଣମୁକ୍ତ ହେବାର ସୂଚନା ରହିଛି । କର୍ମ କ୍ଷେତ୍ରରେ ଏକ ସାଧାରଣ ଘଟଣାରେ ବିତର୍କ ଘଟିପାରେ ।

ରୋହିଣୀ- ଗୃହ ନିର୍ମାଣ, ପରିବହନ କ୍ଷେତ୍ରରେ କେତେକ ସମସ୍ୟାର ସମ୍ମୁଖୀନ ହେବାକୁ ପଡ଼ିବ । ଅସଂଯତ କାର୍ଯ୍ୟକଳାପ ପାଇଁ ଉଚ୍ଚବର୍ଗଙ୍କଠାରୁ ସମାଲୋଚିତ ହୋଇପାରନ୍ତି । ସଙ୍ଗୀତ, ନୃତ୍ୟ, କ୍ଷେତ୍ରରେ ସୁନାମ ଅର୍ଜନ କରିବେ ।

ମୃଗଶିରା- ଟଙ୍କା ଭିନ୍ନ ବାଟରେ ଖର୍ଚ୍ଚ ହୋଇଯିବା କାରଣରୁ ଦୁଃଖ ପ୍ରକାଶ କରିପାରନ୍ତି । ଘରକୁ ଭଲ ଭଲ ଜିନିଷ କିଣିବା ସକାଶେ ମନ ବଳାଇବେ । ଆଇନ ଅଦାଲତ କ୍ଷେତ୍ରରେ ଶୁଭଫଳ ପାଇପାରନ୍ତି ।

ପ୍ରତିକାର – ମା କମଳାଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :