• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 27th August 2024: ଏହି ରାଶିର ବ୍ୟକ୍ତିଙ୍କ ପ୍ରେମ ସମ୍ପର୍କ ଭଲ ରହିବ ..

ସୌର ସିଂହ ମାସ ଭାଦ୍ରବ କୃଷ୍ଣପକ୍ଷ । ଇଂରାଜୀରେ ୨୭ ତାରିଖ ମଙ୍ଗଳବାର ଚନ୍ଦ୍ର- ବୃଷ ରାତ୍ରି ୦୩.୪୧ ଗତେ ମିଥୁନ

Aquarius

କୁମ୍ଭ

Tuesday 27 Aug 2024

ଧନିଷ୍ଠା- ସ୍ୱାସ୍ଥ୍ୟରେ ଅବୋନ୍ନତି ଦେଖା ଦେଇପାରେ । ବିବାହ ଆଶାୟୀ ଯୁବକ ଯୁବତୀ ମାନଙ୍କ ପାଇଁ ସ୍ଥିରିକୃତ ହୋଇପାରେ । ସମସ୍ତ ପ୍ରକାରର ସୁବିଧା ଥିଲେ ମଧ୍ୟ ବହୁ କଷ୍ଟରେ କାର୍ଯ୍ୟସିଦ୍ଧି ଘଟିବ ।

ଶତଭିଷା- ପାରିବାରିକ ଜୀବନ ଆନନ୍ଦମୟ ରହିବ । ବ୍ୟବସାୟ-ବାଣିଜ୍ୟରେ ପ୍ରଗତି କରିବେ । ନୂଆ କର୍ମଚାରୀଙ୍କ ସାକ୍ଷାତରେ କିଛି ନୂଆ ମଉକା ପାଇପାରିବେ । ରାଜନୀତି କ୍ଷେତ୍ରରେ ବିଜୟ ଲାଭ କରିବେ ।

ପୂ, ଭାଦ୍ରପଦ- ଭବିଷ୍ୟତରେ ମିଳିବାକୁ ଥିବା ସମ୍ପତି ସମ୍ବନ୍ଧୀୟ ମାମଲାରେ ଲଢି ପାରନ୍ତି । ଶିକ୍ଷାତ୍ରୀ ମାନେ ଅଧ୍ୟୟନ ରତ ରହିବେ । ସାମାଜିକ ଗଣ ମାଧ୍ୟମରେ ସହଯୋଗ ଦେବେ ।

ପ୍ରତିକାର – ଶନିଙ୍କର ଗାୟତ୍ରୀ ପାଠ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :