• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 27th August 2024: ଏହି ରାଶିର ବ୍ୟକ୍ତିଙ୍କ ପ୍ରେମ ସମ୍ପର୍କ ଭଲ ରହିବ ..

ସୌର ସିଂହ ମାସ ଭାଦ୍ରବ କୃଷ୍ଣପକ୍ଷ । ଇଂରାଜୀରେ ୨୭ ତାରିଖ ମଙ୍ଗଳବାର ଚନ୍ଦ୍ର- ବୃଷ ରାତ୍ରି ୦୩.୪୧ ଗତେ ମିଥୁନ

Pisces

ମୀନ

Tuesday 27 Aug 2024

ପୂ,ଭାଦ୍ରପଦ- ମାନସିକ ଅଶାନ୍ତି କ୍ରମଶଃ ବୃଦ୍ଧି ପାଇବା କାରଣରୁ ମନରେ ଖୁସି ରହିବ ନାହିଁ । କର୍ମକ୍ଷେତ୍ରରେ ଆପଣଙ୍କ ଭୁଲ୍ ନିଷ୍ପତ୍ତି ଏକତରଫା ହୋଇଯାଇପାରେ । ବ୍ୟବସାୟ ଲାଗି ଯାତ୍ରାରେ କେତେକ ପ୍ରତିବନ୍ଧକ ଦେଖାଦେଇପାରେ ।

ଉ,ଭାଦ୍ରପଦ- ନିଜର ଦକ୍ଷତା ଅନୁସାରେ କର୍ମ କ୍ଷେତ୍ରରେ ଉଚ୍ଚତର ପଦ ପାଇପାରନ୍ତି । ଛାତ୍ରଛାତ୍ରୀ ମାନେ ଉଚ୍ଚଶିକ୍ଷା ଲାଭ କରିବା ପାଇଁ ବିଦେଶ ଗ୍ରସ୍ତ କରିପାରନ୍ତି ।

ରେବତୀ-ଆପଣଙ୍କ ସହ ଭଲ ପଡୁ ନ ଥିବା ବ୍ୟକ୍ତି ଖାଲରେ ପକାଇବାକୁ ଚେଷ୍ଟାକଲେ ମଧ୍ୟ ସଫଳ ହେବେ ନାହିଁ । ଆନୁଷ୍ଠାନିକ କ୍ଷେତ୍ରରେ ଅନ୍ୟମାନଙ୍କ ମତକୁ ସମ୍ମାନ ଦେଇ ପ୍ରଶଂସିତ ହେବେ । ଦୀର୍ଘଦିନରୁ ଚିନ୍ତା କରିଥିବା ଜମିଜମା କାରବାର ସମ୍ପର୍କିତ କାମଟି ହଠାତ୍ ହୋଇଯିବ ।

ପ୍ରତିକାର – ବୃହସ୍ପତିଙ୍କର ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :