• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 27th August 2024: ଏହି ରାଶିର ବ୍ୟକ୍ତିଙ୍କ ପ୍ରେମ ସମ୍ପର୍କ ଭଲ ରହିବ ..

ସୌର ସିଂହ ମାସ ଭାଦ୍ରବ କୃଷ୍ଣପକ୍ଷ । ଇଂରାଜୀରେ ୨୭ ତାରିଖ ମଙ୍ଗଳବାର ଚନ୍ଦ୍ର- ବୃଷ ରାତ୍ରି ୦୩.୪୧ ଗତେ ମିଥୁନ

Gemini

ମିଥୁନ

Tuesday 27 Aug 2024

ମୃଗଶିରା- ଯୋଗାଯୋଗ ଅଭାବ ହେତୁ ସମ୍ପର୍କ ମଧ୍ୟରେ ଦୂରତା ରହିପାରେ । ବାହାରେ ଖାଦ୍ୟ ଖାଇବା ଠାରୁ ଦୂରରେ ରୁହନ୍ତୁ । ଜୀବନ ସାଥିଙ୍କୁ ପ୍ରତ୍ୟେକ ଅସୁବିଧାରୁ ରକ୍ଷା କରିବାକୁ ଚେଷ୍ଟା କରିବେ ।

ଆଦ୍ରା- କର୍ମ କ୍ଷେତ୍ରରେ ଜଣେ ବନ୍ଧୁଙ୍କ କାମରେ ସନ୍ତୁଷ୍ଟ ହୋଇପାରନ୍ତି । ଭାଗ୍ୟର ପରିବର୍ତନ ହେଲାଭଳି ଉନ୍ନତି ପଥରେ ଅଗ୍ରସର ହେବେ । ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ ସଫଳ ହେବେ ।

ପୁନର୍ବସୁ- ଧନ ସମ୍ପତ୍ତି ବୃଦ୍ଧି ହୋଇପାରେ । ପଡୋଶୀ ମାନେ କଅଁଳିଆ କଥା କହି କାର୍ଯ୍ୟ ହାସଲ କରିବାର ଚେଷ୍ଟା କରିବେ । ନୂଆ ଲୋକଙ୍କ ସହିତ ହାତେ ମାପି ଚାଖଣ୍ଡେ ଚାଲନ୍ତୁ ।

ପ୍ରତିକାର – ଦତ୍ତାତ୍ରେୟଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :