• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 27th August 2024: ଏହି ରାଶିର ବ୍ୟକ୍ତିଙ୍କ ପ୍ରେମ ସମ୍ପର୍କ ଭଲ ରହିବ ..

ସୌର ସିଂହ ମାସ ଭାଦ୍ରବ କୃଷ୍ଣପକ୍ଷ । ଇଂରାଜୀରେ ୨୭ ତାରିଖ ମଙ୍ଗଳବାର ଚନ୍ଦ୍ର- ବୃଷ ରାତ୍ରି ୦୩.୪୧ ଗତେ ମିଥୁନ

Cancer

କର୍କଟ

Tuesday 27 Aug 2024

ପୁନର୍ବସୁ- ପିଲାମାନଙ୍କ ବିଶୃଙ୍ଖଳିତ ଆଚରଣ ଓ ଘର ଲୋକଙ୍କ ଦାୟିତ୍ୱହୀନତାରୁ ଚିନ୍ତିତ ରହିବେ । ବନ୍ଧୁବାନ୍ଧବରେ ସମସ୍ୟା ସମାଧାନର ରାସ୍ତା ଖୋଜି ପାଇବେ । ପରିବାରରେ ପୈତୃକ ସମ୍ପତ୍ତିକୁ କେନ୍ଦ୍ରକରି ଟଣାଓଟରା ଦେଖା ଦେଇପାରେ ।

ପୁଷ୍ୟା- ଗରିବ ଲୋକଙ୍କୁ ଖୁସି ମନରେ ଦାନ ଧର୍ମ କଲେ ମାନସିକ ଅଶାନ୍ତିରୁ ମୁକ୍ତି ପାଇବେ । ଆପଣଙ୍କ ବ୍ୟବସାୟକୁ ଅଗ୍ରଗତି କରାଇବେ ଏବଂ ଏକ ନୂତନ ଦିଗକୁ ନେଇଯିବେ । ଅତ୍ୟଧିକ ପରିଶ୍ରମ କରି କର୍ମକ୍ଷେତ୍ରକୁ ସାମାନ୍ୟ କରିବେ ।

ଅଶ୍ଲେଷା- ଆବଶ୍ୟକତା ପୂରଣ କରିବା ସକାଶେ ଧାରକରଜ କରି କାମକୁ ଚଳାଇ ନେବେ । କୌଣସି ଅତ୍ୟାବଶ୍ୟକୀୟ କାଗଜପତ୍ର ନ ପାଇ ବ୍ୟସ୍ତ ହୋଇପାରନ୍ତି । ଆଲୋଚନା ପରିସରରେ ଅନ୍ୟମାନଙ୍କ ମତକୁ ସମ୍ମାନ ଦେଇ ପ୍ରଶଂସିତ ହେବେ ।

ପ୍ରତିକାର – ମା ଭୂବନେଶ୍ୱରୀଙ୍କ ଗାୟିତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :