• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 27th August 2024: ଏହି ରାଶିର ବ୍ୟକ୍ତିଙ୍କ ପ୍ରେମ ସମ୍ପର୍କ ଭଲ ରହିବ ..

ସୌର ସିଂହ ମାସ ଭାଦ୍ରବ କୃଷ୍ଣପକ୍ଷ । ଇଂରାଜୀରେ ୨୭ ତାରିଖ ମଙ୍ଗଳବାର ଚନ୍ଦ୍ର- ବୃଷ ରାତ୍ରି ୦୩.୪୧ ଗତେ ମିଥୁନ

Leo

ସିଂହ

Tuesday 27 Aug 2024

ମଘା- ଶାରୀରିକ ସୁସ୍ଥତା ଫେରି ଆସିବା ସହ ବନ୍ଧୁ ପରିଜନଙ୍କ ସ୍ନେହ,ଶ୍ରଦ୍ଧା ପାଇବେ । ବଡ ବ୍ୟବସାୟ ଦଳରେ ସାମିଲ ହେବା ପାଇଁ ପ୍ରସ୍ତାବ ପାଇବେ । ଆଜି କିଛି ଭଲ ଖବର ମିଳିବ ଯାହାକୁ ନେଇ ପୁରା ଦିନ ମନ ପ୍ରସନ୍ନ ରହିବ ।

ପୂ- ଫାଲ୍‌ଗୁନୀ- ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍‌କାରରେ ଦକ୍ଷତାକୁ କେନ୍ଦ୍ର କରି ଉଚ୍ଚ ପ୍ରଶଂସିତ ହେବେ । ଦାମ୍ପତ୍ୟ ଜୀବନରେ ସୌହାର୍ଦ୍ଦ୍ୟ ବଢିପାରେ । କୌଣସି ନିଷ୍ପତ୍ତି ନେବା ପୂର୍ବରୁ ଅଭିଜ୍ଞ ବ୍ୟକ୍ତିଙ୍କ ପରାମର୍ଶ ନିଅନ୍ତୁ ।

ଉ- ଫାଲ୍‌ଗୁନୀ- ଆପଣଙ୍କୁ ପୁରସ୍କାର ମିଳିବାର ଯୋଗ ରହିଛି କ୍ଷମତା ଶାଳୀ ହେବାର ସୁଯୋଗ ଆସିବ । ରାଜନୈତିକ କ୍ଷେତ୍ରରେ ସମ୍ମାନ ଓ ସହଯୋଗ ମିଳିବ । ଅପ୍ରତ୍ୟାଶିତ ସମ୍ପତ୍ତି ମିଳିବାର ସୂଚନା ଅଛି ।

ପ୍ରତିକାର – ମନ୍ଦିରରେ କଳା ସୋରିଷ ମଞ୍ଜି ଦାନ କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :